Odia News Portal

ଗୁଳିକରି ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ହତ୍ୟା

ଗଞ୍ଜାମ: ଗୁଳି ମାଡ଼ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ | ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ସୁମଣ୍ଡଳ ଗାଁରେ ଗୁଳିକାଣ୍ଡ | ବେଗୁନିଆପଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁଙ୍କୁ ଗୁଳିକରି ନିର୍ମମ ହତ୍ୟା | ଗୁଳିକାଣ୍ଡ କରି ଘଟଣା ସ୍ଥଳରୁ ଦୁର୍ବୁତ୍ତ ଫେରାର |ତେବେ ସକାଳୁ

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡିଆ ସିନେ ପ୍ରେମୀଙ୍କ ପାଇଁ ଦୁଃଖଦ ଖବର । ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର । ବୁଧବାର ଦିନ ଅଭିନେତା ରବି ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଶ୍ରୀ ମିଶ୍ରଙ୍କୁ ୬୪ବର୍ଷ ହୋଇଥିଲା

ମନ୍ଦିର ପ୍ରବେଶ ପଥରେ କାହିଁକି ଥାଏ ଘଣ୍ଟି ?

ଭୁବନେଶ୍ବର: ହିନ୍ଦୁ ଧର୍ମରେ ପୂଜାପାଠ,ରୀତିନୀତି ଓ ପରମ୍ପରାର ଖୁବ ମାନ୍ୟତା ରହିଛି । ଦେବୀ ଦେବତାକୁ ପ୍ରସନ୍ନ କରିବା ପାଇଁ ବିଭିନ୍ନ ରୀତିନୀତିରେ ପୂଜାପାଠ କରାଯାଏ । ଧାର୍ମିକ ଶାସ୍ତ୍ରରେ ପୂଜାପାଠକୁ ନେଇ କେତେକ ଖାସ ନିୟମ ରହିଛି ।ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ ମନ୍ଦିର ମଧ୍ୟରେ

ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ବିରୁଷ୍କା

ମୁମ୍ବାଇ: ବ୍ରିସବେନର ଚତୁର୍ଥ ଓ ଅନ୍ତିମ ଟେଷ୍ଟରେ ଭାରତ ଅଷ୍ଟ୍ରେଲିଆକୁ ୩ଟି ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪ଟି ମ୍ୟାଚରେ ଏହି ସିରିଜ୍ ଜିତି ଟ୍ରଫି ନିଜ ନାଁ'ରେ କରିଛି । ଭାରତୀୟ ଦଳ ୨-୧ରେ ମ୍ୟାଚ ଜିତିଛି। ଗାବାରେ ଭାରତର ଏହା ପ୍ରଥମ ଟେଷ୍ଟ ବିଜୟ । ଏହି ଐତିହାସିକ ବିଜୟ ପରେ

ତେଜୁଛି ଅରୁଆ-ଉଷୁନା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ ଅରୁଆ, ଉଷୁନା ଚାଉଳ ରାଜନୀତି ତେଜିବାରେ ଲାଗିଛି | ବିଜେଡି ଉଷୁନା ଚାଉଳ କଥା ଉଠାଇଥିବା ବେଳେ ବିଜେପି ଅରୁଆ ଚାଉଳ ପ୍ରସଙ୍ଗ ଉଠାଇଛି । ଆଜି ବିଜେପି ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି-“ରାଜ୍ୟ ସରକାର ଚାଷୀଙ୍କୁ ଭ୍ରମିତ କରିବା ପାଇଁ ଉଷୁନା

ପ୍ରକଳ୍ପ ସ୍ଥାନ ପରିଦର୍ଶନ କଲେ 5T ସଚିବ

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T ) ଭି.କେ-ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ୱତନ୍ତ୍ର ସଚିବ ଆରୁ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ

କ୍ୟାନ୍ସର ରୋଗୀଙ୍କୁ ମାଗଣା ସିଟି ସ୍କାନ୍

ଭୁବନେଶ୍ୱର: କ୍ୟାନ୍ସର ରୋଗୀଙ୍କ ପାଇଁ ଆଶ୍ଵସ୍ତି | କ୍ୟାନ୍ସର ରୋଗୀଙ୍କ ପେଟ ସିଟି ସ୍କାନର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମଙ୍ଗଳବାର ଏହିଭଳି ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ନେଇ ଏକ ସତ୍ୟପାଠ ଦାଖଲ କଲା ପରେ

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,

ଭୁବନେଶ୍ୱରରେ ନୂଆ ସେନା ଉପମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱରରେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି। ସେ ସିଧାସଳଖ୧୨୦ ବାଟାଲିୟନକୁ ଯାଇ ସେଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ସୈନିକ ସ୍କୁଲରେ ଏକ