Odia News Portal

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ

ଭାରତୀୟ ଦଳକୁ ୫ କୋଟିର ପୁରସ୍କାର

ବ୍ରିସବେନ: ବ୍ରିସବେନ ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଏହା ସହ ଅଷ୍ଟ୍ରେଲିଆର ୩୩ ବର୍ଷର ରେକର୍ଡକୁ ଭାଙ୍ଗିଛି ଭାରତ । ବର୍ଡର ଗାଭାସ୍କର ଟ୍ରଫି ଜିତି ବିଦେଶ ମାଟିରେ ଇତିହାସ ରଚିଛି ଭାରତ । ଋଷଭ ପନ୍ତ ଏବଂ ଶୁଭମାନ ଗିଲଙ୍କ ଦମଦାର ବ୍ୟାଟିଂ ବଳରେ ଗାବା ଟେଷ୍ଟ୍‌କୁ ୪

ବ୍ରିସବେନ ଟେଷ୍ଟରେ ଭାରତର ବାଜିମାତ୍

ବ୍ରିସବେନ: ବ୍ରିସବେନ ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଏହା ସହ ଅଷ୍ଟ୍ରେଲିଆର ୩୩ ବର୍ଷର ରେକର୍ଡକୁ ଭାଙ୍ଗିଛି ଭାରତ । ବର୍ଡର ଗାଭାସ୍କର ଟ୍ରଫି ଜିତି ବିଦେଶ ମାଟିରେ ଇତିହାସ ରଚିଛି ଭାରତ । ଋଷଭ ପନ୍ତ ଏବଂ ଶୁଭମାନ ଗିଲଙ୍କ ଦମଦାର ବ୍ୟାଟିଂ ବଳରେ ଗାବା ଟେଷ୍ଟ୍‌କୁ ୪

ବାଣୀବିହାର କ୍ୟାମ୍ପସରେ ଛାତ୍ର ଅଶାନ୍ତି

ଭୁବନେଶ୍ୱର: ବାଣୀବିହାରରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପୋଲିସ କମିସନରଙ୍କୁ ଭେଟିଛନ୍ତି କୁଳପତି । ପ୍ରଫେସର ସବିତା ଆଚାର୍ଯ୍ୟ ପୋଲିସ କମିସନରଙ୍କୁ ଭେଟି ବାଣୀବିହାରରେ ଅଶାନ୍ତ ପରିସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ସେପଟେ କୁଳପତିଙ୍କ ଅଫିସ ଆଗରେ

ରାଜଧାନୀରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍

ଭୁବନେଶ୍ୱର: ରାଜଧାନୀରେ ନିର୍ମାଣ ହେବ ଦ୍ୱିତୀୟ ଫୁଟ ଓଭର ବ୍ରିଜ। ୧୬ନମ୍ବର ଜାତୀୟ ରାଜପଥର ସହିଦନଗର-ସତସଙ୍ଗ ବିହାର ମଧ୍ୟରେ ହେବ ଏହି ଫୁଟ ଓଭର ବ୍ରିଜ। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦେଶକଙ୍କ ନିକଟକୁ

ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର: ପରମ୍ପରା ଆଗରେ ହାର ମାନିଲା କଟକଣା |ପଡ଼ିଲା ହଜାର ହଜାର ପଶୁପକ୍ଷୀଙ୍କୁ ବଳି|କରୋନା କଟକଣା ମଧ୍ୟରେ ରକ୍ତ ରଞ୍ଜିତ ହେଲା ବଲାଙ୍ଗୀର ଶୁଲିଆ ପୀଠ। ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ଖଇରଗୁଡାର ବଡ଼ଖଳା ଓ କୁମୁରିଆର ସାନଖଳାରେ ବଳି ପଡିଛି । ସରକାରଙ୍କ ଗାଇଡ଼ଲାଇନ ଅନୁଯାୟୀ

ଭଗବାନ ଶିବଙ୍କର ୫ ପ୍ରମୁଖ ରହସ୍ୟ…

ଭୁବନେଶ୍ବର: ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ | ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି | ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି ଅଛି ନା ଅନ୍ତ | ଶିବଙ୍କ ମଧ୍ୟରେ ସାରା ବ୍ରହ୍ମାଣ୍ଡ ନିହିତ | ଯେତେବେଳେ କିଛି ନଥିଲା ସେତେବେଳେ ଶିବ ଥିଲେ, ଯେତେବେଳେ କିଛି

ଟିଟିଲାଗଡ଼ରେ ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ

ଟିଟିଲାଗଡ଼: ଆହାର କେନ୍ଦ୍ରର କର୍ମକର୍ତ୍ତାଙ୍କ ନାମରେ ଆସିଲା ସାଙ୍ଘାତିକ ଅଭିଯୋଗ | ସୀମା ଡେଇଁଲା ଅମାନବିକତା | କାମାନ୍ଧ ଆଗରେ ବଳି ପଡିଲା ମାନବିକତା | ଏମିତି ଏକ ସାଙ୍ଘାତିକ ଅଭିଯୋଗ ଆଜି ଟିଟିଲାଗଡ଼ରେ ଚର୍ଚ୍ଚାର ବିଷୟ ପାଲଟିଛି | ଠିକ ଭାବରେ କଥା କହି ପାରୁନଥିବା ଦିବ୍ୟାଙ୍ଗ

ଓଡ଼ିଆ ଅଫିସର ସେନା ଉପମୁଖ୍ୟ

ନୂଆଦିଲ୍ଲୀ: ଦେଶର ବଡ଼ ଦାୟିତ୍ୱରେ ଓଡିଆ ପୁଅ । ଓଡିଆ ସେନା ଅଫିସରଙ୍କୁ ମିଳିଲା ବଡ ଦାୟିତ୍ୱ । ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ହେବେ ଭାରତୀୟ ସେନାର ଭାଇସ ଚିଫ । ସେନା ଉପମୁଖ୍ୟଭାବେ ଏସକେ ସାଇନି ସ୍ଥାନ ନେବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ |ଜାନୁଆରୀ ୩୧ରେ ଅବସର

ସରପଞ୍ଚ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ

ଗଞ୍ଜାମ: ଗଞ୍ଜାମ ବେଗୁନିଆପଡ଼ା ବ୍ଳକର କୁମ୍ଭାରଗାଁ ପଞ୍ଚାୟତରେ ଉପନିର୍ବାଚନ ବିଗୁଲ | ସୋମବାର ଦିନ ନାମାଙ୍କନର ଶେଷ ଦିନ ଥିବା ବେଳେ ନାମାଙ୍କନ ଭରିଥିଲେ ୩ ପ୍ରାର୍ଥୀ । ଆସନ୍ତା ଫେବୃୟାରୀ ୧୧ ରେ ଉକ୍ତ ପଞ୍ଚାୟତ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହେଵ । ଏହି ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ