Odia News Portal

ଭାରତ ପାଇଁ ୩୨୮ ରନ୍‌ର ଟାର୍ଗେଟ୍

ବ୍ରିସବେନ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଖେଳାଯାଉଥିବା ଚତୁର୍ଥ ନିର୍ଣ୍ଣାୟକ ଟେଷ୍ଟରେ ଅଷ୍ଟ୍ରେଲିଆ ୨୯୪ ରନରେ ଅଲଆଉଟ୍ । ଏହାସହ ଭାରତକୁ ବିଜୟ ପାଇଁ ୩୨୮ ରନ୍‌ର ଟାର୍ଗେଟ୍ ଦେଇଛି । ସୂଚନାନୁଯାୟୀ, ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୬୯ରନ୍‌ରେ ଅଲ୍ଆଉଟ୍‌ ହୋଇଥିବା ବେଳେ

ରାଜ୍ୟରେ ଆଉ ୧୩୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ନିରଞ୍ଜନଙ୍କୁ ଆକ୍ରମଣ ଉଦ୍ୟମ: ଜଣେ ଅଟକ

କେନ୍ଦୁଝର: ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣାରେ ଜଣେ ଅଟକ । ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ମହାନ୍ତିଙ୍କୁ ଅଟକ ରଖିଛି ଟାଉନ ଥାନା ପୋଲିସ୍ | ଅନ୍ୟମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି । ତେବେ ନିରଞ୍ଜନଙ୍କ ସୁରକ୍ଷା

ଆଜିଠୁ ପୁଣି ରାଜ୍ୟରେ ଟିକାକରଣ

ଭୁବନେଶ୍ବର: ଆଜିଠୁ ପୁଣି କରୋନା ଟିକାକରଣ କାର୍ଯ୍ୟକ୍ରମ ଚାଲୁ କରାଯିବ। ପ୍ରତ୍ୟେକ ସରକାରୀ ଓ ବେସରକାରୀ ମେଡିକାଲ କଲେଜ ସହିତ ଜିଲ୍ଲା ଚିକିତ୍ସାଳୟରେ ଟିକାକରଣ କରାଯିବ । ଏଥର ଶହେ ବଦଳରେ ଗୋଟିଏ କେନ୍ଦ୍ରରେ ୨ ଶହ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ପ୍ରଥମ ଦିନର ଟିକାକରଣ

ଶ୍ରମିକ ନେତା ଲଲିତ ନାୟକଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଶ୍ରମିକ ନେତା ଲଲିତ ନାୟକଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ‌ ଏମ୍ସ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ସୋମବାର ଦିନ ସକାଳ ୫.୩୦ରେ ଲଳିତଙ୍କ ପରଲୋକ ହୋଇଯାଇଛି । ସୂଚନା ଅନୁଯାୟୀ, ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ

ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଡଦ୍ୟମ ହୋଇଥିବା ଜଣାପଡ଼ିଛି। ନିରଞ୍ଜନଙ୍କ ଗାଡ଼ି ଅଟକାଇ ୪ ଦୁର୍ବୃତ୍ତ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କେନ୍ଦୁଝରର କାଶୀପୁରରେ ଏହି ଆକ୍ରମଣ ଉଦ୍ୟମ ହୋଇଛି। ତେବେ ଏନେଇ ନିରଞ୍ଜନଙ୍କ ପିଏସଓ ଓ ଡ୍ରାଇଭର ଟାଉନ୍‌

ଖୋଲିଲା ମା’ ତାରିଣୀ ମନ୍ଦିର

କେନ୍ଦୁଝର: ଆଜିଠୁ ଖୋଲିଲା ଘଟଙ୍ଗାଁ ମା ତାରିଣୀ ମନ୍ଦିର ।ମନ୍ଦିର ଖୋଲିବା ସହ ମାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । କରୋନା କଟକଣା ପରଠାରୁ ବନ୍ଦ ରହିଥିବା ରାଜ୍ୟର ପ୍ରାୟ ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲି ସାରିଥିବା ବେଳେ ଆଜିଠାରୁ ଖୋଲିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ

ଓଲଟିଲା ଗୋରୁ ବୋଝେଇ ଗାଡି

ଭଦ୍ରକ: ଓଲଟିଲା ବେଆଇନ ଗୋରୁ ବୋଝେଇ ଗାଡି । ଦୁର୍ଘଟଣାରେ ୫ ଗୋରୁ ମୃତ । ଭଦ୍ରକ-ଧାମନଗର ରାସ୍ତା ଭଣ୍ଡାରୀପଦି ଛକ ନିକଟରେ ଦୁର୍ଘଟଣା ଘଟିଛି । ଚାଲାଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ । ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ୫ ଗାଈଙ୍କ ମୃତ୍ୟୁ ହୋଇଛି ।

୫-ଟି ସଚିବଙ୍କ ସ୍କୁଲ ପରିଦର୍ଶନ

ଭୁବନେଶ୍ବର: ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ । ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ । ଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି ସହ ବିଭିନ୍ନ ପ୍ରସଙ୍ଗ ନେଇ ୫-ଟି ସଚିବ ଆଜି ଆଲୋଚନା କରିଛନ୍ତି । ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ବିଏମ୍‌ସି କମିଶନର

ରବିବାର କରନ୍ତୁ ସୂର୍ଯ୍ୟଦେବଙ୍କ ଆରାଧନା

ଭୁବନେଶ୍ବର: ରବିବାର ଦିନଟି ସୂର୍ଯ୍ୟଦେବଙ୍କୁ ସମର୍ପିତ। ରବିବାର ଦିନ ସୂର୍ଯ୍ୟ ଦେବଙ୍କ ଉପାସନା କଲେ ଶୁଭ ଫଳ ମିଳିଥାଏ। ସେଥିପାଇଁ ରବିବାର ବିଶେଷ ଉପାୟରେ ସୂର୍ଯ୍ୟଦେବଙ୍କ ପୂଜା କରାଯାଇଥାଏ। ସପ୍ତାହର ଅନ୍ୟ ଦିନମାନଙ୍କରେ ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ ନ କରିପାରିଲେ ରବିବାର ଦିନ ନିଶ୍ଚୟ