Odia News Portal

ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ କରୋନା

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ କରୋନା ସଂକ୍ରମିତ ।ଆଜି ଖିଲାଡି କୁମାର କରୋନା ପିଜଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି ଖିଲାଡି କୁମାର ଅକ୍ଷୟ କୁମାର । କରୋନା ପଜିଟିଭ ଚିହ୍ନଟ ହେବା ପରେ ନିଜକୁ ସଙ୍ଗରୋଧରେ ରଖିଛନ୍ତି ।ଅକ୍ଷୟ ଡାକ୍ତରଙ୍କ…

ରାଜ୍ୟରେ ଆଉ ୪୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଜାଣନ୍ତୁ ତମ୍ବା ପାତ୍ରରେ ପାଣି ପିଇବା ସ୍ବାସ୍ଥ୍ୟପ୍ରତି କାହିଁକି ହିତକର

ଭୁବନେଶ୍ବର: ତମ୍ବା ପାତ୍ରର ବ୍ୟବହାର ବହୁ ପୁରାତନ ଯୁଗରୁ ଆମେ କରି ଆସିଛ। ତମ୍ବା ପାତ୍ରରେ ଖାଇବା ଓ ପାଣି ପିଇବା ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ। ଏବେ ବି ଅଧିକାଂଶ ଲୋକ ତମ୍ବା ପାତ୍ରରେ ପାଣି ପାଇଥାନ୍ତି କାରଣ ତମ୍ବା ଶରୀରରେ ପ୍ରତିରୋଧକ କ୍ଷମତାକୁ ମଜବୁତ କରିଥାଏ। ତମ୍ବା ପାତ୍ରରେ…

ଆଇଡିଏସର ମାଗଣା ମୁଖଗହ୍ୱର କର୍କଟ ପରୀକ୍ଷା

ଭୁବନେଶ୍ୱର: ଭାରତରେ ମୁଖ ଗହ୍ୱର କର୍କଟ ରୋଗ ତିନୋଟି ପ୍ରମୁଖ କର୍କଟ ପ୍ରକାରରୁ ଅନ୍ୟତମ ଯେଉଁଥିରେ କି ପ୍ରତି ଏକ ଘଣ୍ଟାରେ ୫ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥାଏ । ଯଦି ଏହି ରୋଗର ଆଗୁଆ ଚିହ୍ନଟ ଏବଂ ଚିିକିତ୍ସା କରାଯାଏ ତେବେ ଏହାଦ୍ୱାରା ରୋଗୀଟି ଯଥେଷ୍ଟ ଅଧିକ ଦିନ ବଞ୍ଚି ରହିବାର ସୁଯୋଗ…

ବ୍ୟାରିକେଡରୁ ଶିଶୁକୁ ଉଦ୍ଧାର ପାଇଁ ନାକେଦମ

ପୁରୀ : ପୁରୀ ଶ୍ରୀମନ୍ଦିର ନିକଟରେ ଥିବା ଜୋତା ଷ୍ଟାଣ୍ଡ ନିକଟରେ ଶନିବାର ଘଟିଛି ଏକ ଅଭାବନୀୟ ଘଟଣା। ଭକ୍ତଙ୍କ ଲାଗି ବଡ଼ ଦାଣ୍ଡରେ ଲଗାଯାଇଥିବା ବ୍ୟାରିକେଡରେ ପଶି ଯାଇଛି ଏକ ଛୋଟ ପିଲାର ମୁଣ୍ଡ । ପରେ ମୁଣ୍ ବାହାର କରିବାକୁ ଶତ ଚେଷ୍ଟା କରିବା ସ୍ୱତେ ପରିବାର ଲୋକେ ବିଫଳ ହୋଇଥିଲେ ।…

ହୋମିଓପାଥି କଲେଜ ନିର୍ଯାତନାର ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପାଥି କଲେଜରେ ଛାତ୍ରୀମାନଙ୍କୁ ରାଗିଙ୍ଗ ନାମରେ ଯୌନ ନିର୍ଯାତନା ଘଟଣା ନେଇ ତଦନ୍ତ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି ା ମନ୍ତ୍ରୀ ଶ୍ରୀ ଦାସ ସ୍ବାସ୍ଥ୍ୟ ବିଭାଗର…

ସଂକ୍ରମଣ ରୋକିବାକୁ ଶ୍ରୀମନ୍ଦିରର ନୂଆ ଏସଓପି

ପୁରୀ: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଆଣିଛି ମନ୍ଦିର ପ୍ରଶାସନ । ଏଣିକି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହିତ ଏହିଦିନ ସମ୍ପୂର୍ଣ୍ଣ ମନ୍ଦିରକୁ ସାନିଟାଇଜ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତେବେ ରବିବାର…

ବହୁ କ୍ରିକେଟରଙ୍କୁ ପଛରେ ପକାଇଲେ ବାବର

ନୂଆଦିଲ୍ଲୀ : ସାଉଥ ଆଫ୍ରିକା ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଅ ।ରେ ରୋମାଞ୍ଚକର ବିଜୟ ହାସିଲ କରିଛି ପାକିସ୍ତାନ ଦଳ । ଶେଷ ବଲରେ ୧ ରନ୍ କରି ସାଉଥ୍ ଆଫ୍ରିକାକୁ ୩ ୱିକେଟରେ ହରାଇଛି ପାକ୍ ଟିମ୍ । ଶେଷ ବଲରେ ଫହିମ ଅଶରଫ୍ ୧ ରନ୍ ନେଇ ପାକିସ୍ତାନ ଟିମକୁ ବିଜୟୀ…