Odia News Portal

ଭଦ୍ରକରେ ଟିକାକରଣର ମହା ଅଭିଯାନ

ଭଦ୍ରକ: ମହାମାରୀ କରୋନା ବିରୋଧରେ ଆରମ୍ଭ ହୋଇଛି ମହା ଅଭିଯାନ | ଶେଷ ଲଢେଇ ସଦୃଶ ଆଜିଠୁ ଦେଶ ସମେତ ସମଗ୍ର ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଏହି କ୍ରମରେ ଆଜି ଭଦ୍ରକ ଜିଲ୍ଲାରେ ଆରମ୍ଭ ହୋଇଛି ଟିକାକରଣ| ଜିଲ୍ଲାରେ ପ୍ରଥମ ପର୍ଯାୟରେ ୮,୫୬୬ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କ ଟିକାକରଣ

ରବିବାର ଦିଆଯିବ ନାହିଁ ଟିକା

ଭୁବନେଶ୍ୱର: କରୋନା ବିରୁଦ୍ଧରେ ଆରମ୍ଭ ହୋଇଯାଇଛି ମହାସମର | ସାରା ଦେଶ ସମେତ ରାଜ୍ୟରେ ଆରମ୍ଭ ହୋଇଛି ଟିକାକରଣ ।ତେବେ ରାଜ୍ୟରେ ଆରମ୍ଭ ହୋଇଥିବା ଟିକାକରଣ ପ୍ରକ୍ରିୟା ସକାଳ ସାଢେ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ମୋଟ ୧୬୧ଟି ଟିକାକରଣ କେନ୍ଦ୍ରରେ ଦିଆଯାଉଛି କରୋନା

ଟିକାକରଣର ଫିଡବ୍ୟାକ୍‌ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫିଡବ୍ୟାକ୍‌ ନେଲେ ମୁଖ୍ୟମନ୍ତ୍ରୀ | ଟିକାକରଣ ନେଇ ଫିଡବ୍ୟାକ୍‌ ନେଲେ ମୁଖ୍ୟମନ୍ତ୍ରୀ ନବୀନ | ଭିଡ଼ିଓ କନଫରେନସିଂ ଜରିଆରେ ବିଭିନ୍ନ ହସ୍ପିଟାଲରୁ ଫିଡବ୍ୟାକ୍‌ ନେଇଛନ୍ତି | ଭିଡ଼ିଓ କନଫରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ଟିକା ନେଇଥିବା ସଫେଇ

କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ

ଭୁବନେଶ୍ୱର: କରୋନା ବିରୁଦ୍ଧରେ ମହାସମର | ସାରା ଦେଶ ସମେତ ରାଜ୍ୟରେ ଆରମ୍ଭ ହୋଇଛି ଟିକାକରଣ । ରାଜ୍ୟରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ଟିକାକରଣ |ତେବେ ପ୍ରଥମେ ଜଣେ ସଫେଇ କର୍ମଚାରୀଙ୍କୁ ଦିଆଯାଇଛି କରୋନା ମହାମାରୀର ପ୍ରଥମ ଟିକା। ପ୍ରଥମ ପର୍ଯାୟରେ ପ୍ରାୟ ରାଜ୍ୟର ୧

ଦେଶରେ ଟିକାକରଣର ଶୁଭାରମ୍ଭ

ନୂଆଦିଲ୍ଲୀ: ସାରା ଦେଶରେ ଆରମ୍ଭ ହେଲା କରୋନା ଟିକାକରଣର ମହାସମର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକକଲ୍ୟାଣ ମାର୍ଗରୁ ଟିକା ଅଭିଯାନର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦେଶରେ କୋଭିଡ୍ ଯୋଦ୍ଧା ଓ ଫ୍ରଣ୍ଟଲାଇନ୍ କର୍ମଚାରୀଙ୍କୁ ଟିକା ଦିଆଯାଉଛି । ଦେଶର ସମୁଦାୟ ୩୦୦୦

ଦେଶରେ କରୋନା ବିରୁଦ୍ଧରେ ମହାଯୁଦ୍ଧ

ଭୁବନେଶ୍ବର: ଆଜିଠାରୁ ଦେଶରେ ଆରମ୍ଭ ହେବ ଟିକାକରଣ । କୋଭିଡ୍ ବିରୁଦ୍ଧରେ ଆରମ୍ଭ ହେବା ମହାଯୁଦ୍ଧ। ଆଜି ଦେଶବ୍ୟାପୀ ପ୍ରଥମ ପର୍ଯ୍ୟାୟ ଟିକାକରଣ। ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ସାଢେ ୧୦ଟାରେ ଦେଶର ୩ ହଜାର