ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ନେତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ବିଜେଡିର ରାଜ୍ୟ ନିର୍ବାଚନ ଅଧିକାରୀ ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି । ତାଙ୍କ କହିବା ମୁତାବକ, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି । ତେବେ!-->…
