ଟିକା ନେବେନି ୧୫ହଜାର ସ୍ୱାସ୍ଥ୍ୟକର୍ମୀ
ଭୁବନେଶ୍ୱର: ଅନ୍ୟକୁ ଦେବୁ କିନ୍ତୁ ନିଜେ ନେବୁନି ଟିକା । ଟିକା ନେବା ପାଇଁ ମନାକଲେ ଓଡ଼ିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ବା ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘର ୧୫ଶହ ସଭ୍ୟ । ପଦବୀ ପରିବର୍ତନ ଓ କ୍ୟାଡର ପୁନଃଗଠନ ଦାବିରେ ସିରିଞ୍ଜ ଛାଡ଼ ଆନ୍ଦୋଳନକୁ ଓହ୍ଲାଇବାକୁ!-->…
