Odia News Portal

ବିଧାୟକ ଡ଼.ବ୍ୟୋମକେଶ ରାୟଙ୍କୁ ଡକ୍ଟରେଟ୍ ଉପାଧି

ଭୁବନେଶ୍ୱର:ଉତ୍କଳ ବିଶ୍ୱବିଦ୍ୟାଳୟ ପାଳୁଛି ୫୦ତମ ସମାବର୍ତ୍ତନ ଉତ୍ସବ | ଏହି ଅବସରରେ ଆଜି ପ୍ରଥମ ଦିନରେ ପାଳିତ ହୋଇଛି ଉପାଧି ବିତରଣ ଉତ୍ସବ | ଏହି ଉତ୍ସବରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ସହ ପିଜି କାଉନସିଲ ଚେୟାରମ୍ୟାନ ପ୍ରଫେସର ବସନ୍ତ ମଲ୍ଲିକ ,…

ରଜନୀକାନ୍ତଙ୍କୁ ସମ୍ମାନଜନକ ‘ଦାଦାସାହେବ ଫାଲ୍‌କେ ପୁରସ୍କାର’

ନୂଆଦିଲ୍ଲୀ: ସାଉଥ୍ ସୁପର୍‌ଷ୍ଟାର୍‌ ରଜନୀକାନ୍ତଙ୍କୁ ଏ ବର୍ଷର ସମ୍ମାନଜନକ ‘ଦାଦାସାହେବ ଫାଲ୍‌କେ ପୁରସ୍କାର’ ପ୍ରଦାନ କରାଯିବ ବୋଲି ଆଜି କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡ଼େକର ଘୋଷଣା କରିଛନ୍ତି । ଭାରତୀୟ ଚଳଚ୍ଚିତ୍ରର ଜନକ ଧୁନ୍ଦିରାଜ୍‌ ଗୋବିନ୍ଦ ଫାଲ୍‌କେଙ୍କ ନାମରେ ନାମିତ ଏହି…

ପବିତ୍ର ଉତ୍କଳ ଦିବସରେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ବର: ଆଜି ପବିତ୍ର ଉତ୍କଳ ଦିବସ । ଓଡିଶା ପାଇଁ ଆଜିର ଦିନ ବେଶ୍ ଅବିସ୍ମରଣୀୟ ।ଆଜିର ଦିନରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଏପ୍ରିଲ ୧, ୧୯୩୬ ମସିହାରେ ଅସ୍ତିତ୍ବ ପାଇଥିବା ଓଡିଶାର ଏହି ପବିତ୍ର ଦିବସକୁ ମନେ ପକାଇଛନ୍ତି ସମ୍ପୂର୍ଣ୍ଣ…

ଆଜିଠାରୁ ୪୫ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକାକରଣ

ଭୁବନେଶ୍ବର: ଆଜିଠୁ ୪୫ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ କରାଯିବ ଟିକାକରଣ । ତେବେ କୋଭିଡ ସଂକ୍ରମଣ ବଢୁଥିବାରୁ ଅଧିକ ସଂକ୍ରମଣ ହେଉଥିବା ଜିଲ୍ଲାରେ ଟିକାକରଣକୁ ପ୍ରାଥମିକତା ଦିଆଯିବ । ବଲାଙ୍ଗିର, ଅନୁଗୁଳ, କେନ୍ଦୁଝର, ବରଗଡ, ନବରଙ୍ଗପୁର, ମୟୁରଭଞ୍ଜ,ନୂଆପଡା, ସୁନ୍ଦରଗଡ, କଳାହାଣ୍ଡିରେ…

ପ୍ରତିଷ୍ଠା ହେବ ଟିଟିପିଏସର ନୂଆ ୟୁନିଟ୍

ଭୁବନେଶ୍ୱର : ଶିଳ୍ପାୟନ ମାଧ୍ୟମରେ ନୂତନ ନିଯୁକ୍ତି ସୃଷ୍ଟି ଦିଗରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜାତୀୟ ତାପଜ ବିଦ୍ୟୁତ ନିଗମ ଲିଃର ଅଧ୍ୟକ୍ଷ ଗୁରୁଦୀପ ସିଂଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନାରେ ମୁଖ୍ୟତଃ ତାଳଚେରଠାରେ…