Odia News Portal

ପବିତ୍ର ମକର ସଂକ୍ରାନ୍ତିର,କ’ଣ ରହିଛି ମାନ୍ୟତା…..

ଆଜି ପବିତ୍ର ମକର ସଂକ୍ରାନ୍ତି ପର୍ବ । ଯାହାକୁ ପ୍ରତିବର୍ଷ ଜାନୁୟାରୀ ମାସରେ ଖୁବ୍ ଧୂମଧାମରେ ପାଳନ କରାଯାଏ । ଇଂଲିସ କ୍ୟାଲେଣ୍ଡର ହିସାବରେ ପ୍ରତିବର୍ଷ ଜାନୁଆରୀ ୧୪ କିମ୍ବା ୧୫ରେ ଆସିଥାଏ ମକର ।ଆଜିର ଦିନରେ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି । ଅର୍ଥାତ୍ ପୃଥିବୀର ଉତ୍ତର ଗୋଲାର୍ଦ୍ଧ

କଟକରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଏହି ଘୋଷଣା କରିଛନ୍ତି

ସୁପ୍ରିମକୋର୍ଟରେ ପରୀ ମାମଲା, ସିବିଆଇକୁ ନୋଟିସ୍

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କଲେ ମାନ୍ୟବର ସୁପ୍ରିମକୋର୍ଟ । ପରୀ ମାଆ ସୌଦାମିନୀଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ନୋଟିସ୍‌ କରିଛନ୍ତି । ଆଜି ପରୀର ମାଆ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଓ ଘଟଣାର

ଦିବ୍ୟାଙ୍ଗଙ୍କ ମୃତ୍ୟୁରେ ପୋଲିସ ଗାଡ଼ି ଜାଳିଦେଲେ

ଭଦ୍ରକ: ଭିନ୍ନକ୍ଷମଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ , ପୋଲିସକୁ ମାଡ଼ ମାରିଲେ, ପୋଲିସ ଗାଡ଼ି ବି ଜାଳିଦେଲେ | ଏହି ଘଟଣାରେ ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଲ୍ଲୀନଗର ଛକରେ ଲାଗି ରହିଛି ନେଇ ଉତ୍ତେଜନା | ପୋଲିସ ମାଡ଼ରେ ଭିନ୍ନକ୍ଷମଙ୍କ ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି

ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

କଟକ: ଆଜି ପଦ୍ମଶ୍ରୀ ତଥା ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓଙ୍କ ପରଲୋକ ହୋଇଛି । କଟକ ଏସସିବି କୋଭିଡ୍ ହସ୍ପିଟାଲରେ ପରଲୋକ । ଆଜି ଅପରାହ୍ନ ୪ଟା ୧୫ ମିନିଟରେ ତାଙ୍କର ଦେହାନ୍ତ ହୋଇଛି | କରୋନାରେ ଆକ୍ରାନ୍ତ ହୋଇ ୨୦ ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଶ୍ରୀ ରାଓ | ତେବେ ସେ

ବିବାହ ବନ୍ଧନରେ ବାନ୍ଧିହେବେ ବରୁଣ !

ନୂଆଦିଲ୍ଲୀ: ବଲିଉଡ ଅଭିନେତା ବରୁଣ ଓ ନତାଶାଙ୍କ ବିବାହ ଖବର ସାମ୍ନାକୁ ଆସିଛି । ଦୁହେଁ ଏହି ଜାନୁଆରୀ ମାସରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବୋଲି ଶୁଣିବାକୁ ମିଳିଛି। ବରୁଣ ଓ ନତାଶା ଗତ ବର୍ଷ ମେ’ ମାସରେ ବିବାହ କରିଥାନ୍ତେ। କିନ୍ତୁ କରୋନା ଏବଂ ଲକଡାଉନ କାରଣରୁ ଉଭୟଙ୍କ

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ

କଟକ: ପଦ୍ମଶ୍ରୀ ତଥା ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓଙ୍କ ପରଲୋକ । କଟକ ଏସସିବି କୋଭିଡ୍ ମେଡିକାଲରେ ପରଲୋକ । ଆଜି ଅପରାହ୍ନ ୪ଟା ୧୫ ମିନିଟରେ ତାଙ୍କର ଦେହାନ୍ତ ହୋଇଛି | କରୋନାରେ ଆକ୍ରାନ୍ତ ହୋଇ ୨୦ ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଶ୍ରୀ ରାଓ | ତେବେ ସେ ବ୍ରେନ