Odia News Portal

ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ନବାଙ୍କ ବେଶ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଆଜି ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷଳ ଇତ୍ୟାଦି ଧାରଣ କରିଥାନ୍ତି । ନବାଙ୍କ ବେଶରେ ଠାକୁରମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ

ଗୋଟିଏ ସ୍ଥାନରେ ତିନି ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମପୁର: ଗଞ୍ଜାମ ଛତ୍ରପୁରରେ ସକାଳୁ ୨ ଟି ଦୁର୍ଘଟଣା ଘଟି ସାରିଥିବା ବେଳେ ପୁଣି ଘଟିଛି ଆଉ ଏକ ଦୁର୍ଘଟଣା । ଛତ୍ରପୁରର ତାମ୍ପରା ଠାରେ ଆଜି ଯେଉଁଠି ଗ୍ୟାସ ଟ୍ୟାଙ୍କର ଓଲଟିଥିଲା ସେହି ସ୍ଥାନରେ ତିନି ତିନିଟି ଦୁର୍ଘଟଣା ଘଟିଛି । ସକାଳୁ ଏକ ଗ୍ୟାସ୍ କଣ୍ଟେନ୍‌ର ଓଲଟି ପଡ଼ିଥିବା ବେଳେ

ରସିକିଆ ଲୁଟେରା: ୨୬ ମାମଲା ୨୫ ପ୍ରେମିକା !

ଭୁବନେଶ୍ୱର: ରସିକିଆ ଲୁଟେରା, ୨୬ ମାମଲାକୁ ୨୫ଜଣ ପ୍ରେମିକା । ନୟାପଲ୍ଲୀ ତୁଳସୀ ଦେଇ ହତ୍ୟା ଓ ଲୁଟ ମାମଲାରେ ଗିରଫ ଅଭିଯୁକ୍ତ ନାରାୟଣ ମହାନ୍ତିର ରିମାଣ୍ଡ ଅବଧି ଶେଷ ହୋଇଛି । ରିମାଣ୍ଡ ବେଳେ ଅଭିଯୁକ୍ତ ଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓଗାଳିଛି ପୋଲିସ । ତେବେ ରିମାଣ୍ଡ ସମୟରେ କିଛି

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ପରୀ’ର ମା

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀ'ର ମା | ନ୍ୟାୟ ପାଇବା ପାଇଁ ସୁପ୍ରିମକୋର୍ଟ ଗଲେ ପରୀର ମା ସୌଦାମିନୀ | ଘଟଣାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୌଦାମିନୀ | ତେବେ ନୟାଗଡ଼ ପରି ହତ୍ୟା ମାମଲାରେ

ବ୍ରେନ୍‌ ମ୍ୟାପିଂ ଟେଷ୍ଟ ପାଇଁ ଅମଙ୍ଗ ସରୋଜ

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକର ବ୍ରେନ୍‌ ମ୍ୟାପିଂ ପାଇଁ ଅମଙ୍ଗ | ଆଜି ଏସ୍‌ଆଇଟିର ବ୍ରେନ୍‌ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହୋଇଥିଲା । ଅଭିଯୁକ୍ତକୁ ଅନୁଗୁଳସ୍ଥିତ ବାଳସୁଧାର ଗୃହରୁ ଅଣାଯାଇ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡ(ଜେଜେବି)ରେ ହାଜର କରାଯାଇଥିଲା

ଚାଇନିଜ୍ ମାଞ୍ଜା ଓ କାଚ ଲଗା ସୂତା ବ୍ୟାନ୍

କଟକ: ଆସନ୍ତାକାଲି ମକର ସଂକ୍ରାନ୍ତି । ତେବେ ମକର ସଂକ୍ରାନ୍ତି ପୂର୍ବରୁ ଆକ୍ସନ ମୁଡ଼କୁ ଆସିଛି କଟକ ମ୍ୟୁନିସିପାଲ୍ କର୍ପୋରେସନ୍ | ମକର ସଂକ୍ରାନ୍ତିକୁ ଆଖିରେ ରଖି ସିଏମସି ବଡ଼ ନିଷ୍ପତ୍ତି ନେଇଛି। ଗୁଡ଼ି ଉଡ଼ାରେ ବ୍ୟବହୃତ ଚାଇନିଜ୍ ମାଞ୍ଜା ଉପରେ ବ୍ୟାନ୍ ଲଗାଇଛି ସିଏମସି । ଏହାଛଡ଼ା କାଚ

ମାଗଣାରେ ନୁହେଁ,୧ଟଙ୍କାରେ ମିଳିବ ଅନ୍ନପୂର୍ଣ୍ଣା ଖାଦ୍ୟ

ଭୁବନେଶ୍ୱର: ଅନ୍ନପୂର୍ଣ୍ଣା ଯୋଜନାରେ ମିଳିବ ନାହିଁ ମାଗଣାରେ ଖାଦ୍ୟ । ଏଥିନିମନ୍ତେ ଲୋକଙ୍କୁ ଦେବାକୁ ପଡ଼ିବ ୧ ଟଙ୍କା । ରାଜ୍ୟ ସରକାରଙ୍କ ‘ଆହାର’ ଯୋଜନାକୁ କାଉଣ୍ଟର କରିବ। ନିମନ୍ତେ କିଛି ଦିନ ପୂର୍ବେ ବିଜେପି ନେତ୍ରୀ ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଘୋଷଣା କରିଥିଲେ

ରାଜ୍ୟରେ ଆଉ ୨୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

କୋଭିସିଲ୍ଡ ପରେ ପହଞ୍ଚିଲା କୋଭାକ୍ସିନ୍

ଭୁବନେଶ୍ୱର: କରୋନା ଟିକା କୋଭିସିଲ୍ଡ ପରେ ଆସିଲା କୋଭାକ୍ସିନ । ଓଡ଼ିଶାରେ ପହଞ୍ଚିଲା କୋଭାକ୍ସିନ ଟିକା । କୋଭାକ୍ସିନ ଟିକା ହାଇଦ୍ରାବାଦରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛି । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଆଜି ସକାଳେ ଆସି ପହଞ୍ଚି ଥିଲା । ପ୍ରଥମ