Odia News Portal

ଗାନ୍ଧୀଙ୍କ ହୃଦୟରେ ଥିଲା ଓଡ଼ିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅଭିଭାଷଣରେ କହିଛନ୍ତି, ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହୃଦୟରେ ଓଡ଼ିଶାର ଏକ ବିଶେଷ ସ୍ଥାନ ଥିଲା। ମହାତ୍ମା ଆଠଥର ଓଡ଼ିଶା ଗସ୍ତ କରିଥିଲେ ଏବଂ ମୁଁ ଖୁସି ଯେ ବିଧାନସଭା ଗାନ୍ଧୀଙ୍କ ଓଡ଼ିଶା ଗସ୍ତର ଶତବାର୍ଷିକୀକୁ…

ମିଥୁନଙ୍କୁ ଟିକେଟ ଦେଲାନି ବିଜେପି

କୋଲକାତା: ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେବାର କିଛି ଦିନ ପରେ ଗତକାଲି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ କୋଲକାତାର ଭୋଟର ଭାବେ ତାଙ୍କର ନାମ ପଞ୍ଜୀକରଣ କରିଥିଲେ। ପୂର୍ବରୁ ମୁମ୍ବାଇର ଭୋଟର ଥିବା ଏହି ଅଭିନେତା ନିଜକୁ କାଶୀପୁର- ବେଲଗାଛିଆର ଭୋଟର ଭାବରେ ପଞ୍ଜୀକୃତ…

ଜର୍ମାନୀରେ ପୁଣି ବଢ଼ିଲା ଲକଡାଉନ୍

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦେଖି ଜର୍ମାନୀରେ ବଢ଼ିଲା ଲକଡାଉନ୍ । ନୂଆ ସଂକ୍ରମଣ ମାମଲା ନିୟନ୍ତ୍ରଣ ବାହାରକୁ ଚାଲି ଯାଉଥିବା ଦେଖି ଆହୁରି ୪ ସପ୍ତାହ ପାଇଁ ଲକଡାଉନକୁ ବଢ଼ାଇ ଦିଆଯାଇଛି । ଫଳରେ ଆଗାମୀ ଏପ୍ରିଲ୍ ୧୮ ତାରିଖ ଯାଏ ସାରା ଦେଶରେ ଲକଡାଉନ ଘୋଷଣା କରିଛନ୍ତି ଚାନସେଲର ଆଂଜେଲା…

ଋଣ ଛାଡ଼ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ

ନୂଆଦିଲ୍ଲୀ: କିଛିଦିନର ବ୍ୟବଧାନ ପରେ ସୁପ୍ରିମକୋର୍ଟ ଲୋନ ମୋରାଟୋରିୟମ ( ଋଣକିସ୍ତି ଛାଡ଼ ମହଲତ) ମାମଲାକୁ ନେଇ ରାୟ ପ୍ରକାଶ କରିଛନ୍ତି । ଏହି ରାୟରେ ସମସ୍ତ ପ୍ରକାରର ଋଣ ଛାଡ ନକରିବାକୁ କୋର୍ଟ ପ୍ରକାଶ କରିଛନ୍ତି। ଏହି ରାୟ ଆସିବା ପରେ ବ୍ୟାଙ୍କଗୁଡ଼ିକୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।…

ଟିକା ନେବାକୁ ଉତ୍ସାହିତ କଲେ ଡିଏମଇଟି

ଭୁବନେଶ୍ବର: କରୋନା ସଂକ୍ରମଣ ବଢ଼ୁଥିବାରୁ ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଜନସାଧାରଣଙ୍କୁ କେତେକ ପରାମର୍ଶ ଦେଇଛନ୍ତି। ଲୋକଙ୍କୁ ସାମାଜିକ ଦୂରତା ରକ୍ଷା କରିବା ସହ, ମାସ୍କ ଓ ସାନିଟାଇଜର୍ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି। ଯଦି ନିଜ ଘର କିମ୍ବା ଘର ପାଖରେ କେହି ରାଜ୍ୟ…

ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା: ପ୍ରଦୀପ୍ତଙ୍କ ବିବୃତିରେ ୩ ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ବର: ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ବିଧାନସଭାରେ ଗାନ୍ଧୀଙ୍କ ଚର୍ଚ୍ଚା ହୋଇଥିଲା । ମହାତ୍ମା ଗାନ୍ଧୀ ଓଡ଼ିଶା ଆସିବା ଅବସରରେ ଇତିହାସରେ କ’ଣ ଘଟିଥିଲା ତାକୁ ଉପସ୍ଥାପନ କରିବା ଯେତିକି ଜରୁରୀ,ତାଙ୍କ ନୀତି ଓ ବିଚାରକୁ ଆମେ କେତେ ଦୂର ପାଳନ…

ରାଜ୍ୟରେ ୨୪ ଘଣ୍ଟାରେ ୧୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାସହ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା । ଏଥିପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ ଚୟନକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ କରିଦେଇଛନ୍ତି ।…

ଆମେରିକାରେ ଗୁଳିକାଣ୍ଡ, ୧୦ ମୃତ

ଆମେରିକା: ଆମେରିକାର କଲରାଡୋ ସୁପର ମାର୍କେଟରେ ଭୟଙ୍କର ଗୁଳିକାଣ୍ଡ । ଜଣେ ସନ୍ଦିଗ୍ଧ ବ୍ୟକ୍ତି ଦ୍ୱାରା ହୋଇଥିବା ଗୁଳିକାଣ୍ଡ ଯୋଗୁଁ ଜଣେ ପୋଲିସ ଅଧିକାରୀଙ୍କ ସମେତ ୧୦ ଜଣଙ୍କର ଘାଟ ସ୍ଥଳରେ ମୃତ୍ୟୁ ହୋଇଛି । ଗୁଳିକାଣ୍ଡ ଘଟଣାରେ ସଂପୃକ୍ତ ଜଣେ ସନ୍ଧିଗ୍ଧକୁ ପୋଲିସ ହେପାଜତକୁ…