Odia News Portal

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା

କଟକ:  ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା । କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି । ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁ'ରେ ଏତଲା ଦିଆଯାଇଛି । ତେବେ ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି

ରାଜ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

୧୧ରୁ ଖୋଲିବ କଲେଜ ଓ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର: ଜାନୁଆରୀ ୧୧ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଜାନୁଆରୀ ୧୧ରୁ କଲେଜ ଓ ବିଶ୍ୱ ବିଦ୍ୟାଲୟ ଖୋଲିବା ସହ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢା ଚାଲିବ । ତେବେ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : କୋଭିଡ୍ ଟିକାକୁ ନେଇ ଅପେକ୍ଷାର ହେଲା ଅନ୍ତ | ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |କୋଭିଡ ମୁକ୍ତ ଦେଶ

କୋଭିସିଲ୍ଡ ଓ କୋଭାକ୍ସିନକୁ ଡିସିଜିଆଇର ଅନୁମତି

ନୂଆଦିଲ୍ଲୀ : ଡିିସିଜିିଆଇର ବଡ ଘୋଷଣା | କୋଭିସିଲ୍ଡ ଓ କୋଭାକ୍ସିନ୍‌ର ଜରୁରୀକାଳୀନ ପ୍ରୟୋଗ ପାଇଁ ଡିସିଜିଆଇ (DCGI)ଙ୍କ ଅନୁମତି । ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର କୋଭିସିଲ୍ଡ ଏବଂ ଭାରତ ବୟୋଟେକ୍‌ର କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଛନ୍ତି ଡ୍ରଗ୍ସ

ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା

କଟକ: କଟକ ସାଲେପୁରରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା। ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଯଁକୋଟି ଗ୍ରାମ ନିକଟରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ଗୁରୁତର ଆହତ ହୋଇଥିଲେ କୁଳମଣି ବରାଳ ଓ ତାଙ୍କର ସହଯୋଗୀ ଦିବ୍ୟସିଂହ ବରାଳ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ୮୦ ମାର୍କ

ଭୁବନେଶ୍ୱର : ଚଳିତ ମାସ ୮ ତାରିଖରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଲିବ । ଆଉ ମେ’ ୩ ତାରିଖରେ ହେବ ମାଟ୍ରିକ ପରୀକ୍ଷା। କିନ୍ତୁ ଏଥର ପ୍ରତି ବିଷୟରେ ୮୦ ମାର୍କର ପରୀକ୍ଷା ହେବ। ସେ କହିଛନ୍ତି, ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ ପରୀକ୍ଷା । ୫୦ ମାର୍କର ଓଏମଆର ଅବଜେକ୍ଟିଭ

ସ୍କୁଲ ଖୋଲିବା ପାଇଁ ଗାଇଡ଼ଲାଇନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ। ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ସେ ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି | ମାର୍ଗଦର୍ଶିକା ଅନୁଯାୟୀ ରାଜ୍ୟରେ