ତତଲା କଡେଇରେ ଭୁବନେଶ୍ୱର
ଭୁବନେଶ୍ୱର : ଦେଶର ଉତ୍ତପ୍ତ ସହର ଭାବେ ଉଭା ହୋଇଛି ଭୁବନେଶ୍ୱର । ଆଜି ୪୦.୪ ଡିଗ୍ରୀ ସହ ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ଭାବେ ଉଭା ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ନିୟୁମରିକାଲ୍ ମଡେଲ୍ ମଧ୍ୟ ଏହା ଆକଳନ କରିଥିଲା । ମାର୍ଚ୍ଚରୁ ମେ ମାସ ଯାଏ ଓଡ଼ିଶାର ସର୍ବୋଚ୍ଚ ତାପମାତ୍ରା!-->…
