ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା!-->…
