ଧରାପଡ଼ିଲା ଧଳାଜହର ରାକେଟ୍, ୪ ଗିରଫ
ଭଦ୍ରକ: ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର । ଭଦ୍ରକରୁ ପୁଣି ୪ ବ୍ରାଉନସୁଗାର ବେପାରୀକୁ କାବୁ କରିଛି ପୋଲିସ। ଭଦ୍ରକ ସହରାଞ୍ଚଳ ଥାନା ଅଧିନ ବିଭିନ୍ନ ସ୍ଥାନରୁ ୬୧ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି । ବ୍ରାଉନସୁଗାର ସହ ୨୨ଟି ମୋବାଇଲ ଫୋନ୍ ଏବଂ ୩ଟି ବାଇକ୍ ମଧ୍ୟ ଜବତ କରିଛି!-->…
