Odia News Portal

ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ

ଭଦ୍ରକ: ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଜବତ ହେଲା ବିପୁଳ ପରିମାଣରେ ନକଲି ଜର୍ଦ୍ଦା । ଜବତ ଜର୍ଦ୍ଦାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି ।  ତେବେ ଘଟଣାସ୍ଥଳରୁ ପୋଲିସ ଆଖିରେ ଧୂଳି ଦେଇ ଅଭିଯୁକ୍ତ ଚମ୍ପଟ ମାରିବାରେ ସଫଳ ହୋଇଛି | ସୂଚନା ଅନୁଯାୟୀ,

ପଦ୍ମଶ୍ରୀ ପ୍ରକାଶ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ

କଟକ: ସ୍ୱର୍ଗତ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବକ୍ସିବଜାର ସ୍ଥିତ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱର୍ଗତ ରାଓଙ୍କ ଏକାଦଶ ଉପଲକ୍ଷେ ତାଙ୍କ ବାସଭବନକୁ ଯାଇ ତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଧର୍ମେନ୍ଦ୍ର । ଡି. ପ୍ରକାଶ ରାଓଙ୍କ

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୧୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ

ଝାରସୁଗୁଡ଼ା: ଆଜି ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ । ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଜୟନ୍ତୀ ଅବସରରେ ଝାରସୁଗୁଡ଼ା ବିମାନବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ଏହି ଅବସରରେ

ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏତିହ୍ୟ ନଗରୀ କଟକରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ପହଁଚି ମୁଖ୍ୟମନ୍ତ୍ରୀ ଜାନକୀ ଭବନରେ ଥିବା

ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ସେହି ଉଦ୍ଦେଶ୍ୟରେ କଟକରେ ନେତାଜୀଙ୍କ ନାମରେ ଖାନନଗରଠାରେ ପ୍ରସ୍ତାବିତ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ନାମିତ ହୋଇଛି ଏହି ନୂଆ ବସ୍ ଟର୍ମିନାଲ |

ଜାଣନ୍ତୁ ଶାମ୍ବ ଦଶମୀର ପୂଜା ବିଧି….

ଭୁବନେଶ୍ବର: ଆଜି ପବିତ୍ର ଶାମ୍ବ ଦଶମୀ । ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । କୁମାର ପୂର୍ଣ୍ଣିମାରେ ଯେପରି ଚନ୍ଦ୍ର ପୂଜାର କରାଯାଏ ସେହିପରି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ପୂଜା କରାଯାଏ। ଏହି ପର୍ବ ବିଶେଷ ରୂପେ ଓଡିଶାର ପୂର୍ବ ଭାଗରେ ପାଳନ କରାଯାଇଥାଏ। ପୌରାଣିକ

ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏ

ଭୁବନେଶ୍ବର: ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ।୧୮୦୯ ମସିହା ଆଜିର ଦିନରେ ସେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ସଂଗ୍ରାମୀ । ୧୮୫୭ ସିପାହୀ ବିଦ୍ରୋହ ପୂର୍ବରୁ ସେ ବ୍ରିଟିଶ ସରକାରଙ୍କ ବିରୋଧରେ ଆନ୍ଦୋଳନ ଆରମ୍ଭ କରିଥିଲେ । ଜୀବନକାଳର ସେ ଅଧା ସମୟ କାରାଗାରରେ କାଟିଥିଲେ ।ଏବଂ ଶେଷ ନିଶ୍ୱାସ

ପଶ୍ଚିମବଙ୍ଗରେ ମମତା ବନାମ ମୋଦି

କୋଲକାତା: ପଶ୍ଚିମବଙ୍ଗରେ ନେତାଜୀଙ୍କ ଜୟନ୍ତୀଙ୍କୁ ନେଇ ଜୋର ଧରିଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାର । ଜାନୁଆରୀ ୨୩ ତାରିଖରେ ନେତାଜୀ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି ମୋଦି ସରକାର । କିନ୍ତୁ ପଶ୍ଚିମବଙ୍ଗ ସରକାର ଏହି

୪୨୬୭ ଡିଏଲ ୩ ମାସ ପାଇଁ ବାତିଲ୍

ଭୁବନେଶ୍ୱର: ରାଜଧାନୀର ଆରଟିଓ ୧ ଓ ୨, କଟକ, ସମ୍ବଲପୁର, ରାଉରକେଲା ଆରଟିଓରେ ବିଗତ ୨୧ ଦିନ ମଧ୍ୟରେ ସର୍ବାଧିକ ଡ୍ରାଇଭିଂ ଲାଇସେନ୍ସ ବାତିଲ୍ ହୋଇଛି ।ତେବେ ମଦପିଇ ଗାଡ଼ି ଚାଳନା ପାଇଁ ଅଧିକାଂଶ ଲାଇସେନ୍ସ ବାତିଲ୍ ହୋଇଥିବା ବେଳେ ଅତ୍ୟଧିକ ସ୍ପିଡରେ ଗାଡ଼ି ଚଳାଇବା, ଟ୍ରାଫିକ୍ ରେଡ୍ ଲାଇଟ୍