Odia News Portal

କଳାହାଣ୍ଡି ପରେ ଫୋକସରେ ସୁନ୍ଦରଗଡ

ରାଉରକେଲା: ଫୋକସରେ ସୁନ୍ଦରଗଡ ଜିଲ୍ଲା । କରୋନା କଟକଣା ହଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ଆସନ୍ତା ୧୬ ତାରିଖରେ ରାଉରକେଲାକୁ ଦିନିକିଆ ଗସ୍ତରେ ଯାଉଛନ୍ତି ।ତେବେ ଏଥର ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ଅଛି ସୁନ୍ଦରଗଡ ଜିଲ୍ଲାର ବିକାଶ | ସେନେଇ ବିଭିନ୍ନ ଯୋଜନାରେ ନବୀନ

ଉତ୍ତର ଭାରତରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ଉତ୍ତର ଭାରତ। ଶୁକ୍ରବାର ରାତିରେ ଦିଲ୍ଲୀ-ଏନସିଆର୍ ଅଞ୍ଚଳରେ ଭୂକମ୍ପର ଝଟକା ଦେଖିବାକୁ ମିଳିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ବୋଲି ମପାଯାଇଛି । ଭୂମିକମ୍ପର ପ୍ରଭାବ ହରିୟାଣା, ରାଜସ୍ଥାନ, ଜାମ୍ମୁ କାଶ୍ମୀରରେ ପଡ଼ିଛି। ଭୂକମ୍ପର କେନ୍ଦ୍ର

ଚାଷୀଙ୍କ ଆକାଉଣ୍ଟକୁ ଗଲା ତୃତୀୟ କିସ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ

ବାଇ-ଲ’ ପ୍ରତ୍ୟାହାର କରୁ କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଇ-ଲ’ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ । ଅନନ୍ତବାସୁଦେବ ଓ ବ୍ରହ୍ମେଶ୍ୱର ମନ୍ଦିରରୁ କେନ୍ଦ୍ର ପ୍ରସ୍ତାବିତ ବାଇ-ଲ’କୁ ତୁରନ୍ତ ପ୍ରତ୍ୟାହାର କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ସମ୍ବେଦନଶୀଳ ଧାର୍ମିକ ପ୍ରସଙ୍ଗରେ କେନ୍ଦ୍ରୀୟ ସଂସ୍ଥା କୌଣସି

ନକ୍ସଲଙ୍କ ବିସ୍ପୋରଣ ଯୋଜନା ପଣ୍ଡ

ଝାଡ଼ଖଣ୍ଡ: ନକ୍ସଲଙ୍କ ବିସ୍ପୋରଣ ଯୋଜନା ପଣ୍ଡ । ଶକ୍ତିଶାଳୀ ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ଯବାନ । ଝାଡ଼ଖଣ୍ଡ ସିଂହଭୂମ ଜିଲ୍ଲା ଚାଇବାସା-ଗୋଇଲକେରା ରାସ୍ତାରେ ଯବାନଙ୍କୁ ଟାର୍ଗେଟ କରି ଏହି ନବନିର୍ମିତ ସଡ଼କ ଉପରେ ବିସ୍ଫୋରକ ଖଞ୍ଜି ଥିଲେ ମାଓବାଦୀ । ପ୍ରତିଦିନ ଏହି ରାସ୍ତା ଦେଇ କମ୍ବିଂ

ଚାଷୀଙ୍କୁ ମିଳିବ ‘କାଳିଆ’ ତୃତୀୟ କିସ୍ତି

ତୃତୀୟ କିସ୍ତିରେ ମିଳିବ ‘କାଳିଆ’ ଟଙ୍କା । ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ଡିବିଟି ଜରିଆରେ ଦିଆଯିବ କାଳିଆ ଟଙ୍କା । କ୍ଷୁଦ୍ର ଓ ନାମମାତ୍ର ଚାଷୀ , ଭୂମିହୀନ ଚାଷୀ ପରିବାରକୁ ୨୦୨୦-୨୧ର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଅପରାହ୍ନ ୫ଟାରେ ଆନୁଷ୍ଠାନିକ ଭାବେ ଏହାର ଘୋଷଣା କରିବେ

କୋଟିଆ ମାମଲା: ଆନ୍ଧ୍ରକୁ ଜବାବ୍ ତଲବ ନୋଟିସ

କୋରାପୁଟ: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି | କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରକୁ ଜବାବ ତଲବ ନୋଟିସ ହୋଇଛି ।ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ

ମହିଳାଙ୍କୁ ମାରି ଖାଇଲା ବାଘ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ପୁଣି ଖେଳିଛି ବାଘ ଆତଙ୍କ । ଜଙ୍ଗଲକୁ କାଜୁ ତୋଳି ଯାଇଥିବା ମହିଳାଙ୍କୁ ମାରି ଖାଇଲା ବାଘ । ମହିଳାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ବେଳେ ବାଘ ଭୟରେ ମୃତଦେହ ଆଣିପାରିନାହାନ୍ତି ପରିବାର ଲୋକ । ବନବିଭାଗ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିନଥିବା ଅଭିଯୋଗ ହୋଇଛି ।

ବିଜେଡି ନିଷ୍ପତ୍ତି ଉପରେ ବିରୋଧୀ ଦଳର ନଜର

 ଭୁବନେଶ୍ୱର : ପିପିଲି ଉପନିର୍ବାଚନକୁ ସମ୍ମାନ ରକ୍ଷା ଭାବେ ଲଢିବାକୁ ଯାଉଥିବା ବିଜେପି ଓ କଂଗ୍ରେସ ପ୍ରାର୍ଥୀଚୟନ ନେଇ ନିଜର ପତ୍ତା ଖୋଲୁନାହିଁ । ଉଭୟ ବିରୋଧିଦଳ ଏବେ ବିଜେଡି ସମେତ ମହାରଥୀ ପରିବାର ଉପରେ ତୀକ୍ଷ୍ଣ ନଜର ରଖିଥିବାବେଳେ ବିଜେଡି ବି କିଛି ସ୍ପଷ୍ଟ କରୁନାହିଁ । ତେଣୁ କୌଣସି

ହିଞ୍ଜିଳି ବିକାଶ ପାଇଁ ୨୮କୋଟି

ହିଞ୍ଜିଳିକାଟୁ: ହିଞ୍ଜିଳିକାଟୁରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ଗୁରୁବାର ଗଞ୍ଜାମ ଜିଲ୍ଲା ହିଞ୍ଚିଳିକାଟୁରେ ୨୮କୋଟି ଟଙ୍କାର ୧୪ଟି ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ