Odia News Portal

ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ଜାଗା ଖୋଜା

ଭୁବନେଶ୍ୱର: ଖଣ୍ଡଗିରି ଯାତ୍ରା ପାଇଁ ଚାଲିଛି ଜାଗା ଖୋଜା | ଖଣ୍ଡଗିରି ଯାତ୍ରାର ଆୟୋଜନକୁ ନେଇବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ପୂର୍ବସ୍ଥାନରେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲିଛି । ତା’ଛଡ଼ା ଖଣ୍ଡଗିରି ଯାତ୍ରାକୁ ଦୈନିକ ୫୦ହଜାରରୁ ଅଧିକ ଲୋକଙ୍କ ସମାଗମ

ଏମଏସପି ଥିଲା, ଅଛି ଓ ରହିବ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାକୁ ସମ୍ବୋଧିତ କରିଛନ୍ତି । ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି । ଏହା ସହିତ ଆନ୍ଦୋଳନରତ ଚାଷୀଙ୍କୁ ଅପିଲ କରି କହିଛନ୍ତି, ଏମ.ଏସ.ପି ଥିଲା, ଅଛି ଏବଂ ଆଗକୁ ମଧ୍ୟ ରହିବ ।

ମହାପ୍ରଭୁଙ୍କ କାମ କେହି ଅଟକାଇ ପାରିବେନି: ନବୀନ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରିଥିଲେ । ପ୍ରଥମେ ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ପହଞ୍ଚିଥିଲେ । କରୋନା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି |

ବିଧାନସଭାରେ ଓଡିଶା-ଆନ୍ଧ୍ର ଆଲୋଚନା

ଭୁବନେଶ୍ୱର: ବିଧାନସଭାରେ ଓଡିଶା-ଆନ୍ଧ୍ର ସରକାରଙ୍କ ମଧ୍ୟରେ ଆଲୋଚନା | ଓଡିଶାରେ ଆନ୍ଧ୍ରର ଦୁଇ ଜଣ ବିଧାୟକଙ୍କ ସହ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଆସି ପହଞ୍ଚିଛନ୍ତି । ବିଧାନସଭାରେ ଆନ୍ଧ୍ରର ଏହି ପ୍ରତିନିଧି ମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଛି । ଓଡିଶା ପକ୍ଷରୁ ବିଦ୍ୟାଳୟ ଓ

ପ୍ରତ୍ୟାହୃତ ହେଲା ବାଇ-ଲ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ବିଜେଡି ଓ ବିଜେପି ଆଲୋଚନା ପରେ ପ୍ରତ୍ୟାହୃତ ହେଲା ବାଇ-ଲ | ଜାତୀୟ ସ୍ମାରକୀ ପ୍ରାଧିକରଣ ପକ୍ଷରୁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର କରାଯିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି । ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମହାବାହୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ଯାଇ ପହଞ୍ଚିଛନ୍ତି । କରୋନା ପରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ

ବଅଁରପାଳ ବ୍ଲକ କୋର୍ଟ ଉଦଘାଟନ

ଅନୁଗୁଳ:ବଅଁରପାଳ ବ୍ଲକର ୩୫ଟି ପଞ୍ଚାୟତ ପାଇଁ ବଅଁରପାଳ ତହସିଲ କାର୍ଯ୍ୟାଳୟ ପରିସରରେ ଆଜି ସିଭିଲ ଜଜ ଜୁଡ଼ିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ କୋର୍ଟ ଉଦଘାଟିତ ହୋଇଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି ଡ. ଏସ. ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋର୍ଟକୁ ଲୋକାର୍ପଣ

ଫଲୋଅନ୍ ଏଡ଼ାଇବାକୁ ଭାରତର ସଂଘର୍ଷ

ଚେନ୍ନାଇ: ଚେନ୍ନାଇର ଏମ୍ ଏ ଚିଦାମ୍ବରମ୍ ଚାଲିଥିବା ପ୍ରଥମ ମ୍ୟାଚରେ ଭାରତର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ମ୍ୟାଚର ପ୍ରଥମ ଦୁଇ ଦିନ ଭଳି ତୃତୀୟ ଦିବସରେ ଭ୍ରମଣକାରୀ ଇଂଲଣ୍ଡ ଲଢୁଆ ପ୍ରଦର୍ଶନ କରିଛି । ଇଂଲଣ୍ଡର ପ୍ରଥମ ଇନିଂସ୍ ସ୍କୋର ୫୭୮ ରନ୍ ଜବାବରେ ଟିମ୍ ଇଣ୍ଡିଅ।ର ଦିବସର ଖେଳ ଶେଷ

ବାଇ-ଲ ଜାରି ନେଇ ପ୍ରତିକ୍ରିୟା ରଖିଲେ ବିଜେଡ଼ି-ବିଜେପି

ପୁରୀ: ପୁରୀ ଶ୍ରୀମନ୍ଦିର ସଂରକ୍ଷଣ ନେଇ କେନ୍ଦ୍ର ସରକାରଙ୍କ ସ୍ୱତନ୍ତ୍ର ବାଇ-ଲ ଜାରି କରିବା ପରେ ବିଜେଡି ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି । ବରିଷ୍ଠ ସାଂସଦ ପିନାକୀ ମିଶ୍ର ଟ୍ୱିଟ କରି ଲେଖିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶ୍ରୀମନ୍ଦିର ପାଇଁ ଅସାଧାରଣ କାମକୁ କେନ୍ଦ୍ର ସରକାର

ବାଇ-ଲକୁ ନେଇ ଆପତ୍ତି ଉଠାଇଲେ ସେବାୟତ

ପୁରୀ: ବାଇ-ଲକୁ ନେଇ ଆପତ୍ତି ଉଠାଇଲେ ଶ୍ରୀମନ୍ଦିର ସେବାୟତ । ବାଇ-ଲ ପ୍ରତ୍ୟାହାର ଦାବି କରି ସେବାୟତମାନେ ଶ୍ରୀମନ୍ଦିର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହି ଆଇନ ଲାଗୁ ହେଲେ ସେବାୟତମାନେ କୌଣସି ନିର୍ମାଣ କରିବାକୁ ହେଲେ କେନ୍ଦ୍ର ସରକାରଙ୍କ ଅନୁମତି ଆଣିବାକୁ ପଡିବ । ତେଣୁ