Odia News Portal

ନକଲି ଚା’ ପରେ ଭେଜାଲ ମିକ୍ସଚର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହରର ବିଭିନ୍ନ ମିକ୍ସଚର୍ ଫ୍ୟାକ୍ଟ୍ରି ଓ ତେଲ ମିଲ୍ ଉପରେ ଚଢାଉ କରିଛି ବଲାଙ୍ଗିର ପୋଲିସ । ଜିଲ୍ଲା ଖାଉଟି ସୁରକ୍ଷା ଅଧିକାରୀ, ଓଜନ ମାପଦଣ୍ଡ ବିଭାଗ ପକ୍ଷରୁ ମିଳିତ ଭାବେ ଏହି ଚଢାଉ କରାଯାଇଛି । ବିକାଶ ଜୈନ ନାମକ ଜନୈକ ବ୍ୟକ୍ତି ବିନା ଲାଇସେନ୍ସରେ

ଆଜିଠୁ ଝାରସୁଗୁଡାରୁ ବିମାନ ସେବା ଆରମ୍ଭ

ଝାରସୁଗୁଡା: ଆଜିଠାରୁ ଝାରସୁଗୁଡାରୁ ବେଙ୍ଗାଲୁରୁ ଓ ମୁମ୍ବାଇକୁ ଉଡିବ ବିମାନ। ଏହି ବିମାନ ସେବା ଆରମ୍ଭ ହେଉଥିବାରୁ ପଶ୍ଚିମ ଓଡିଶାର ଲୋକଙ୍କ ନିକଟରେ ଖୁସି ପ୍ରକାଶ ପାଇଛି । ପ୍ରଥମ ବିମାନ ଉଡାଣ ପାଇଁ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ସମସ୍ତ ପ୍ରକାର ବ୍ୟବସ୍ଥା

କୋଭିଡ୍ ହସ୍ପିଟାଲରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ

ସମ୍ବଲପୁର ଭିମ୍‌ସାର କୋଭିଡ୍‌ ହସ୍ପିଟାଲ ପରିସରରେ ଜଣେ ମହିଳା ରୋଗୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ରବିବାର ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡାକ୍ତରଖାନା କର୍ମଚାରୀ ଦୁଷ୍କର୍ମ ଉଦ୍ୟମ କରିଥିବା ଉକ୍ତ ରୋଗୀଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ।

ଓଡିଶା ଆସୁଛି କରୋନା ଟିକା

ଭୁବନେଶ୍ବର: ଓଡ଼ିଶା ଆସୁଛି କୋଭିଡ଼ ଟିକା । ଆଜି ଓଡିଶାରେ ପହଞ୍ଚିବ କୋଭିଡ଼ ଟିକା କୋଭିସିଲ୍ଡ । ସ୍ୱତନ୍ତ୍ର ସ୍ପାଇସ୍‌ ଜେଟ୍‌ ବିମାନରେ ମୁମ୍ବାଇର ପୁଣେରୁ ଭୁବନେଶ୍ୱର ଆସୁଛି କୋଭିସିଲ୍ଡ ଟିକା । ସୂଚନା ଅନୁଯାୟୀ, ପ୍ରଥମ ଦଫାରେ ଭୁବନେଶ୍ୱରରେ ପହଞ୍ଚିବ କୋଭିସିଲ୍ଡ ଟିକାର ୪୦

ପାରାଦ୍ୱୀପରେ ‘ସି ଭିଜିଲ’ ସମରାଭ୍ୟାସ

ପାରାଦ୍ୱୀପ: ପାରାଦ୍ୱୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’। ଭାରତୀୟ ନୌସେନା, କୋଷ୍ଟଗାର୍ଡ, ସମେତ ୧୮ ଟି ସାମୁଦ୍ରିକ ଥାନାର କର୍ମଚାରୀ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି। ପ୍ରଥମ ଥର ପାଇଁ ଏହା ଇଣ୍ଟର ନାଭାଲ କମାଣ୍ଡ ବିଶାଖା ପଟନମ ଓ ନାଭାଲ

ମଙ୍ଗଳବାର କରନ୍ତୁ ସୁନ୍ଦରକାଣ୍ଡ ପାଠ, ମିଳିବ ହନୁମାନଙ୍କ କୃପା

ଭୁବନେଶ୍ବର: ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନ କୌଣସି ଦେବାଦେବୀଙ୍କୁ ସମର୍ପିତ । ଠିକ ସେହିଭଳି ମଙ୍ଗଳବାର ଦିନଟି ପ୍ରଭୁ ଶ୍ରୀରାମଙ୍କ ପରମ ଭକ୍ତ ହନୁମାନଙ୍କୁ ସମର୍ପିତ । ସଚ୍ଚୋଟ ମନରେ ହନୁମାନଙ୍କୁ ଆରାଧନା କଲେ ସେ ଭକ୍ତଙ୍କ ସଙ୍କଟ ଦୂର କରିଥାନ୍ତି ବୋଲି ବିଶ୍ୱାସ ରହିଛି।

ଦାୟିତ୍ୱ ନେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ମଧ୍ୟ ସେ ଦାୟିତ୍ୱ ନେଇଛନ୍ତି। ବିଜେଡି ନେତା ସୁବାସ ଚୌହାନଙ୍କର ଗତବର୍ଷ ମେ’ ୧୦ତାରିଖରେ ମୃତ୍ୟୁ

କେନ୍ଦୁପତ୍ର ତୋଳାଳୀଙ୍କୁ ଖୁସ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି | ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା | ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା

୩ କୋଟିଙ୍କୁ ମାଗଣା ଟିକା: ମୋଦି

ନୂଆଦିଲ୍ଲୀ: ଭାରତରେ ୧୬ ଜାନୁଆରୀ ଠାରୁ କରୋନା ପାଇଁ ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଟିକାକରଣ ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହା ଉପରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ