Odia News Portal

ବଡ଼ ଖବର, ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି…

ସାଙ୍ଘାତିକ ସ୍ଥିତିରେ ବାୟୁ ମଣ୍ଡଳ

ସାଙ୍ଘାତିକ ସ୍ଥିତିରେ ବାୟୁ ମଣ୍ଡଳ । ରାଜଧାନୀ ଦିଲ୍ଲୀ ଏନସିଆରରେ ବିଷାକ୍ତ ହେଲା ବାୟୁ । ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ସାଙ୍ଘାତିକ ସ୍ଥିତିରେ ରହିଛି ବାୟୁର ମାନ । ଆନନ୍ଦ ବିହାର, ବିମାନ ବନ୍ଦର ଅଞ୍ଚଳରେ ବାୟୁର ମାନ ସାଙ୍ଘାତିପ ହୋଇଛି । କିଛି ଅଞ୍ଚଳରେ ଘନ କୁହୁଡି ଯୋଗୁଁ ନିକଟରୁ…

ଭୁବନେଶ୍ବରେ ଉଦ୍‌ଘାଟିତ ହେଲା ସର୍ଜିକାଲ୍‌ ମାସ୍କ ତିଆରି କାରଖାନା

ଭୁବନେଶ୍ୱର() ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ବରଠାରେ ସର୍ଜିକାଲ୍‌ ମାସ୍କ ତିଆରି କରାଖାନାର ଉଦ୍‌ଘାଟନ ହୋଇଛି । ଭୁବନେଶ୍ୱର ସ୍ଥିତ ଚନ୍ଦକା ଶିଳ୍ପାଞ୍ଚଳରେ କରୋନା ମୁକାବଲା ଓ ବାୟୁ ପ୍ରଦ୍ୟୁଷଣ କୁ ଆଖି ଆଗରେ ରଖି ଏନ୯୫ , କେ ଏନ ୯୫ ଓ ସର୍ଜିକାଲ ମାସ୍କ ତିଆରି କରିବା କାରଖାନା…

ଓରଟେଲରୁ ଇସ୍ତଫା ଦେଲେ ଶିବପ୍ରସାଦ ଶ୍ରୀଚନ୍ଦନ

ଭୁବନେଶ୍ୱର()  ଜଗି ମଙ୍ଗତ ପଣ୍ଡା ଏବଂ ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ମାଲିକାନାରେ ଥିବା ଓରଟେଲରୁ ଇସ୍ତଫା ଦେଇଛନ୍ତି ଶିବପ୍ରସାଦ ଶ୍ରୀଚନ୍ଦନ । ସେ ଓରଟେଲର ବରିଷ୍ଠ କାର୍ଯ୍ୟନିର୍ବାହୀ(ଜମି) ଭାବେ ଦୀର୍ଘ ୧୩ ବର୍ଷ ଧରି କାର୍ଯ୍ୟ କରୁଥିଲେ । ତାଙ୍କ ସରଳତାର ସୁଯୋଗ…

ବାଣ ଫୁଟାଉଥିଲେ ୧୦୦କୁ ଫୋନ କରନ୍ତୁ

ଭୁବନେଶ୍ୱର() ଦୀପାବଳିକୁ ନେଇ ସବୁ ଖୁସି ଛଡ଼ାଇ ନେଇଛି କରୋନା । ପର୍ବ ଅଛି ହେଲେ ତାହାର ମହକ ଆଉ ନାହିଁ । କରୋନା ପାଇଁ ଧର୍ମାନୁଷ୍ଠାନ ଠାରୁ ଆରମ୍ଭ କରି ସମସ୍ତ ପର୍ବପର୍ବାଣିରେ କଟକଣା ଜାରି କରିଛନ୍ତି ସରକାର । ତେବେ ଦୀପାବଳିକୁ ନେଇ ପୂର୍ବରୁ ଏକ ଗାଇଡଲାଇନା ଜାରି କରାଯାଇଥିଲା ।…

ନୂଆ ଜେଲ ମାନୁଆଲ୍ କାର୍ଯ୍ୟକାରୀ

ଭୁବନେଶ୍ୱର() ସରକାରଙ୍କ ଅନୁମୋଦନ ପରେ ଲାଗୁ ହୋଇଛି ନୂଆ ଜେଲ୍ ମାନୁଆଲ । ସରକାରଙ୍କ ଅନୁମୋଦନ ପରେ ନୂଆ ଜେଲ ମାନୁଆଲ ଲାଗୁ ହୋଇଛି । ସେପ୍ଟେମ୍ବର ୨୯ରେ ବିଜ୍ଞପ୍ତି ପ୍ରକାଶ ପରେ କାର୍ଯ୍ୟକାରୀ ହୋଇଛି ଏହି ମାନୁଆଲ । ନୂଆ ମାନୁଆଲରେ କଏଦୀଙ୍କ ସୁରକ୍ଷା ଓ ମାନବାଧିକାର ଉପରେ ଗୁରୁତ୍ୱ…

ଆଉ ଥରେ ବାହା ହେବେ ପ୍ରଭୁଦେବା

ମୁମ୍ବାଇ() ଲୋକପ୍ରିୟ ଅଭିନେତା ତଥା କୋରିଓଗ୍ରାଫର, ନିର୍ଦ୍ଦେଶକ ପ୍ରଭୁଦେବା ଆଜିକାଲି ବେଶ୍ ଚର୍ଚ୍ଚାରେ ରହିଛନ୍ତି । ସେ ଏବେ ରିଲେସନସିପ୍‌କୁ ନେଇ ବେଶ୍‌ ଚର୍ଚ୍ଚାରେ । ପୁଣି ଥରେ ତାଙ୍କୁ ପ୍ରେମ ହୋଇଯାଇଛି । ଏବଂ ସେ ବହୁତ ଶୀଘ୍ର ଦ୍ବିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି ବୋଲି…

ଶିକ୍ଷା ପାଇଁ ଟିସିଏସ ସହ ଚୁକ୍ତି

ଭୁବନେଶ୍ୱର()  ରାଜ୍ୟରେ ଆଦର୍ଶ ଓ ଉକ୍ରର୍ଷ ସ୍କୁଲରେ ଅନଲାଇନ୍ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଓ ଟିସିଏସ ମଧ୍ୟରେ ଚୁକ୍ତି ହୋଇଛି । ୨୧୪ ଆଦର୍ଶ ସ୍କୁଲ ଓ ୧୦୧ ଉକ୍ରର୍ଷ ସ୍କୁଲରେ ଅନଲାଇନ ଶିକ୍ଷାର ବ୍ୟବସ୍ଥା ହେବ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ୍…

ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର() ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ । ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବା  ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବ । ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ…

ବନ୍ଧା ହେଲେ ଭୁବନେଶ୍ୱର ସବକଲେକ୍ଟର ଅଫିସର ବରିଷ୍ଠ କିରାଣି

ଭୁବନେଶ୍ୱର() ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହୋଇଛନ୍ତି ରାଜଧାନୀ ଭୁବନେଶ୍ୱରର ସବକଲେକ୍ଟର ଅଫିସର ବରିଷ୍ଠ କିରାଣି ଉଦୟନାଥ ଜେନା । କୋଟିପତି ଉଦୟଙ୍କୁ ଆଜି ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ । ତେବେ ଗତକାଲି ଉଦୟଙ୍କ ଭୁବନେଶ୍ୱର ସରକାରୀ କାର୍ଯ୍ୟାଳୟ,…