Odia News Portal

ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ

ତିର୍ତ୍ତୋଲ() ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ପଞ୍ଚମ ରାଉଣ୍ଡ ସୁଦ୍ଧା  ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୨୧୯୯୬ ଭୋଟ୍, ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୩୮୮୨ ଓ କଂଗ୍ରେସ ପ୍ରାର୍ଥୀ ହିମାଂଶୁ…

୧୨ଟା ସୁଦ୍ଧା ଏନଡିଏ ଆଗୁଆ

ପାଟନା() ବିହାର ଫଳାଫଳ ଉପରେ ପୁରା ଦେଶର ନଜର । କାରଣ ଏହି ରାଜ୍ୟର ଫଳାଫଳ ଆଗକୁ ହେବାକୁ ଥିବା ପଶ୍ଚିମ ବଙ୍ଗ ଓ ଉତ୍ତର ପ୍ରଦେଶ ନିର୍ବାଚନକୁ ପ୍ରଭାବିତ କରିବ ବୋଲି କୁହାଯାଉଥିଲା । ସବୁ ଏଗଜିଟ୍ ପୋଲ୍ ତେଜସ୍ୱୀଙ୍କ ରାଜ୍ୟାଭିଷେକ ଏକରକମ କରି ସାରିଥିଲେ । ଦିନ ୧୨ ଟା ସୁଦ୍ଧା ବିହାର…

ଚତୁର୍ଥ ରାଉଣ୍ଡରେ ବି ବିଜେଡି ଆଗୁଆ

ତିର୍ତ୍ତୋଲ() ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ଜଗତସିଂପୁର ତିର୍ତ୍ତୋଲରେ ବିଜେଡି ୫,୬୨୬ ଭୋଟରେ ଆଗୁଆ ରହିଛି । ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୧୫,୧୩୧…

ଆଜି ୯୮୭ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଦ୍ୱିତୀୟ ପୀଢି ବିଜେଡି ନେତାଙ୍କ ପାଇଁ ଉପନିର୍ବାଚନ ପରୀକ୍ଷା

ଭୁବନେଶ୍ୱର ()  ଉପନିର୍ବାଚନ ଫଳ ପ୍ରକାଶ ନେଇ ରାଜନୈତିକ ଉକ୍ରଣ୍ଠା ବୃଦ୍ଧି ପାଉଥିବାବେଳେ ଏହାର ଫଳାଫଳ ଏଥର ବିଜେଡିର ଦ୍ୱିତୀୟ ପୀଢିର ନେତାଙ୍କ ପାରିବା ପଣିଆକୁ ପଦାକୁ ଆଣିବ ବୋଲି ଆଲୋଚନା ଚାଲିଛି । ବିଶେଷକରି ତିର୍ତ୍ତୋଲ ଉପନିର୍ବାଚନ ଦାୟିତ୍ୱରେ ଥିବା ଦଳର ତିନି ବରିଷ୍ଠ ନେତା…

ବାଲେଶ୍ୱର ଓ ତିର୍ତ୍ତୋଲରେ ବିଜେଡି ଆଗୁଆ

ବାଲେଶ୍ୱର() ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ତିର୍ତ୍ତୋଲରେ ବିଜେଡି ୪୪୪୫ ଭୋଟରେ ଆଗୁଆ ରହିଛି । ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଦାସଙ୍କୁ ୧୧,୪୦୪ ଭୋଟ୍, ବିଜେପି…

ମୋବାଇଲରେ ହେବ ଜଳସେଚନ ସମସ୍ୟାର ସମାଧାନ

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି। । ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ ଜଳସଂପଦ ବିଭାଗକୁ। ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀ…

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ () ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଶିବ ପାଣିଗ୍ରାହୀଙ୍କ ପରଲୋକ ନେଇ ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ ଆଜି ଅପରାହ୍ନରେ କଟକ ସିଡିଏ ସେକ୍ଟର-୬…

ଦଳରେ ସାମିଲ ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ()  ଅଷ୍ଟ୍ରେଲିଆ ଗସ୍ତ ଲାଗି ଭାରତୀୟ ଦଳରେ ସାମିଲ ହୋଇଛନ୍ତି ରୋହିତ ଶର୍ମା । ଟେଷ୍ଟ ଦଳରେ ସାମିଲ ହୋଇଥିବା ରୋହିତ ଶର୍ମା ପୂର୍ବରୁ ଚୟନ ହୋଇଥିବା ଦଳରୁ ବାଦ୍ ପଡିଥିଲେ । ତେବେ ବିରାଟ କୋହଲିଙ୍କୁ ପିତୃତ୍ୱ ଛୁଟି ମଞ୍ଜୁର କରିଛି ବିସିସିଆଇ । ପ୍ରଥମ ଟେଷ୍ଟ ପରେ କୋହଲି ଘରକୁ…

ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର() ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ଏନେଇ ପୋଲିସ ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ…