ସ୍ଥଗିତ ହେଲା ମାଟ୍ରିକ୍ ଫର୍ମ ପୂରଣ
ଭୁବନେଶ୍ୱର() ରାଜ୍ୟରେ ସ୍ଥଗିତ ହେଲା ମାଟ୍ରିକ୍ ଫର୍ମ ପୂରଣ । ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ବିଜ୍ଞପ୍ତିରେ ଫର୍ମ ପୂରଣ ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି ।
ତେବେ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ…
