ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ପଜିଟିଭ୍
ଭୁବନେଶ୍ୱର() ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୭୯ରେ ପହଞ୍ଚିଛି ।ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୪ ଜଣ ରହିଥିବା ବେଳେ ୫୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୮୦ ଜଣ…
