ରାଜ୍ୟରେ ଆଉ ୨ ଜୀବନ ନେଲା ମହାମାରୀ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା!-->…
