Odia News Portal

୯ଟା ସୁଦ୍ଧା ବାଲେଶ୍ୱର ସଦରରେ ୧୨.୧୧, ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋ

ଭୁବନେଶ୍ୱର() ବାଲେଶ୍ୱର ଓ ତିର୍ତ୍ତୋଲରେ ଉପ-ନିର୍ବାଚନ ପାଇଁ ଆଜି ମତଦାନ ଜାରି ରହିଛି । କୋଭିଡ଼ କଟକଣା ଭିତରେ ନିର୍ବାଚନ ଚାଲିଛି । ତେବେ ସକାଳ ୯ଟା ସୁଦ୍ଧା ବାଲେଶ୍ୱରରେ ୧୨.୧୧ ପ୍ରତିଶତ ହୋଇଥିବା ବେଳେ ତିର୍ତ୍ତୋଲରେ ୭.୫୮ ପ୍ରତିଶତ ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ଓ ହିଞ୍ଜିଳିକାଟୁରେ ଇଣ୍ଡୋର ଷ୍ଟାଡିୟମ ଉଦଘାଟିତ ହୋଇଛି । ଛତ୍ରପୁରରେ ନିର୍ମିତ ଇଣ୍ଡୋର ଷ୍ଟାଡିୟମରେ…

ଆସନ୍ତାକାଲି ସକାଳ ୭ରୁ ଭୋଟିଂ ଆରମ୍ଭ

ଭୁବନେଶ୍ୱର() ଆସନ୍ତାକାଲି ବାଲେଶ୍ୱର ସଦର ଓ ତିର୍ତ୍ତୋଲରେ ହେବ ଉପନିର୍ବାଚନ । ଉପନିର୍ବାଚନର ପ୍ରସ୍ତୁତି ନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ । ସେ କହିଛନ୍ତି ଯେ, ‘ ଭୋଟରଙ୍କ ସୁବିଧା ପାଇଁ ବୁଥ୍ ସଂଖ୍ୟା…

ବାଣ ଦୋକାନୀଙ୍କୁ ମିଳିବ ଲାଇସେନ୍ସ

କଟକ() କଟକରେ ବାଣ ଦୋକାନୀଙ୍କୁ ମିଳିବ ଲାଇସେନ୍ସ । ଦୀପାବଳୀ ପାଇଁ ବାଣ ବିକ୍ରି କରିପାରିବେ ଦୋକାନୀ । କୋଭିଡ କଟକଣା ମଧ୍ୟରେ କାଳୀ ପୂଜା ମଧ୍ୟ ହେବ । ଏଥିପାଇଁ ୧୫ ପ୍ଲାଟୁନ୍ ପୋଲିସ ଫର୍ସ ଓ ୫୦ ଅଧିକାରୀ ମୁତୟନ ହେବେ । ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର()  ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ ଘଟିଛିି । ୭୨ ବର୍ଷ ବସୟେରେ ଜଟଣୀ ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି । ରାଜୁ ମିଶ୍ରଙ୍କ ପରଲୋକ ନେଇ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି । ଘରେ ବସି ଥିବାବେଳେ ହୃଦ୍ଘାତରେ ଟଳି ପଡ଼ିଥିଲେ ରାଜୁ…

ଭିକାରୀ ମୁକ୍ତ ହେବ ପୁରୀ ସହର

ପୁରୀ() ଭିକାରୀ ମୁକ୍ତ ହେବ ପୁରୀ ସହର । ଆଜିଠାରୁ ପୁରୀ ସହରରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଭିକାରୀ ମୁକ୍ତ ଅଭିଯାନ । ବାହାରେ ବୁଲୁଥିବା ମସ୍ତିଷ୍କ ବିକୃତି ଲୋକଙ୍କୁ ମଧ୍ୟ ଉଦ୍ଧାର କରାଯାଉଛି । ମନ୍ଦିର ଆଖପାଖ, ବଡଦାଣ୍ଡରୁ ଭିକାରୀ ଓ ମାନସିକ ବିକୃତ ବ୍ୟକ୍ତିଙ୍କୁ ଛଦ୍ଧାର…

କ୍ବାରେଣ୍ଟାଇନରେ WHO ମୁଖ୍ୟ

ଜେନେଭା()  ନିଜକୁ ସେଲଫ୍‌ କ୍ବାରେଣ୍ଟାଇନ କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍  । ସେ ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ତେଣୁ ସେ ନିଜକୁ ସେଲ୍‌ଫ୍‌ କ୍ୱାରେଣ୍ଟିନରେ ରଖିବା ନେଇ ରବିବାର ଟ୍ୱିଟ୍‌ କରି ସୂଚନା ଦେଇଥିଲେ।…

ଆଉ ୯ ମୁଣ୍ଡ ନେଲା କରୋନା, ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡରୁ…

ଆଉ ୧୩୮୯ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୯୩ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୩୨୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଭୁବନେଶ୍ୱରରେ ଖୋଲିଲା ସାଇବର କମ୍ପ୍ଲେକ୍ସ

ଭୁବନେଶ୍ୱର() ଭୁବନେଶ୍ୱରରେ ଖୋଲିଲା ସାଇବର କମ୍ପ୍ଲେକ୍ସ। ପୋଲିସ ଡିଜି ଅଭୟ ଏହାର ଶୁଭାରମ୍ଭ କରିଛନ୍ତି। ଏଠାରେ ସାଇବର କ୍ରାଇମର ତଦନ୍ତ ପାଇଁ ଟ୍ରେନିଂ ଦିଆଯିବ। ୬ ମାସ ମଧ୍ୟରେ ରାଜ୍ୟ ପୋଲିସର ସୋସିଆଲ ମିଡିଆ ସେଲ୍‌ କାମ କରିବ। ୨୦୦ଜଣ ପୋଲିସଙ୍କୁ ଏଠି ଟ୍ରେନିଂ ଦିଆଯିବ। ସାଇବର କ୍ରାଇମରେ…