Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ଆଉ ୧୭୮ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା!-->…
୯ ଦିନ ପରେ ମିଳିଲା ଗଳିତ ମୃତଦେହ
ରାୟଗଡା: ନିୟମଗିରିରେ ହତ୍ୟା । ୯ ଦିନ ପରେ ମିଳିଲା ଗଳିତ ମୃତ ଦେହ । ହତ୍ୟା ସନ୍ଦେହରେ ଦୁଇ ଜଣକୁ ଅଟକ ରଖିଛି ପୋଲିସ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ନିୟମଗିରି ପର୍ବତ ଅଞ୍ଚଳରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରା ଯାଇଥିବା ଜଣା ପଡ଼ିଛି । ମୁନିଗୁଡ଼ା ପୋଲିସ ଖବର ପାଇ ମଣ୍ଡା ଗାଁ!-->…
କେନ୍ଦ୍ରାପଡ଼ାରେ ଟିକାକରଣ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହୋଇଯାଇଛି ଟିକାକରଣ | ଜିଲ୍ଲାପାଳ ଅମୃତ ଋତୁରାଜ ଫିତା କାଟି ଟିକାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡାକ୍ତର କିଶୋର ଚନ୍ଦ୍ର ମିଶ୍ର!-->…
ଭଦ୍ରକରେ ଟିକାକରଣର ମହା ଅଭିଯାନ
ଭଦ୍ରକ: ମହାମାରୀ କରୋନା ବିରୋଧରେ ଆରମ୍ଭ ହୋଇଛି ମହା ଅଭିଯାନ | ଶେଷ ଲଢେଇ ସଦୃଶ ଆଜିଠୁ ଦେଶ ସମେତ ସମଗ୍ର ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଏହି କ୍ରମରେ ଆଜି ଭଦ୍ରକ ଜିଲ୍ଲାରେ ଆରମ୍ଭ ହୋଇଛି ଟିକାକରଣ| ଜିଲ୍ଲାରେ ପ୍ରଥମ ପର୍ଯାୟରେ ୮,୫୬୬ ଜଣ ସ୍ୱାସ୍ଥ୍ୟ କର୍ମୀଙ୍କ ଟିକାକରଣ!-->…
ରବିବାର ଦିଆଯିବ ନାହିଁ ଟିକା
ଭୁବନେଶ୍ୱର: କରୋନା ବିରୁଦ୍ଧରେ ଆରମ୍ଭ ହୋଇଯାଇଛି ମହାସମର | ସାରା ଦେଶ ସମେତ ରାଜ୍ୟରେ ଆରମ୍ଭ ହୋଇଛି ଟିକାକରଣ ।ତେବେ ରାଜ୍ୟରେ ଆରମ୍ଭ ହୋଇଥିବା ଟିକାକରଣ ପ୍ରକ୍ରିୟା ସକାଳ ସାଢେ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ମୋଟ ୧୬୧ଟି ଟିକାକରଣ କେନ୍ଦ୍ରରେ ଦିଆଯାଉଛି କରୋନା!-->…
ଟିକାକରଣର ଫିଡବ୍ୟାକ୍ ନେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଫିଡବ୍ୟାକ୍ ନେଲେ ମୁଖ୍ୟମନ୍ତ୍ରୀ | ଟିକାକରଣ ନେଇ ଫିଡବ୍ୟାକ୍ ନେଲେ ମୁଖ୍ୟମନ୍ତ୍ରୀ ନବୀନ | ଭିଡ଼ିଓ କନଫରେନସିଂ ଜରିଆରେ ବିଭିନ୍ନ ହସ୍ପିଟାଲରୁ ଫିଡବ୍ୟାକ୍ ନେଇଛନ୍ତି | ଭିଡ଼ିଓ କନଫରେନସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ଟିକା ନେଇଥିବା ସଫେଇ!-->…
