ରାଜଧାନୀର ୬ଟି ହସ୍ପିଟାଲରେ ଟିକାକରଣ
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଆରମ୍ଭ ହେବ ଟିକାକରଣ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟୀକାକରଣ ପାଇଁ ପହଞ୍ଚିଛି ଦୁଇଟି ଟୀକା । ପୁଣେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଓ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ପହଞ୍ଚିସାରିଛି । କୋଭିସିଲ୍ଡ ୪ ଲକ୍ଷ ୮ ହଜାର ଡୋଜ୍!-->…
