Sign in
Sign in
Recover your password.
A password will be e-mailed to you.
କଳାହାଣ୍ଡି ସମାବେଶକୁ ନେଇ ରାଜନୀତି
ଭୁବନେଶ୍ୱର: କଳାହାଣ୍ଡି ସମାବେଶକୁ ବିରୋଧୀ ଦଳ ନେତାଙ୍କ ବର୍ଜନ । ମୁଖ୍ୟମନ୍ତ୍ରୀ ଅଲଗା ମଞ୍ଚରେ ବସିବାକୁ ବିରୋଧ କରି ସମାବେଶକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ବର୍ଜନ କରିଛନ୍ତି । ପ୍ରଦୀପ୍ତ ନାୟକ କହିଛନ୍ତି, ସାମନ୍ତବାଦ ପ୍ରଥା ଭଳି ମୁଖ୍ୟମନ୍ତ୍ରୀ ଅଲଗା ବସିବାକୁ ସେ ବିରୋଧ!-->…
ପଦ୍ମ ଧରିଲେ ଜୀବନ ପ୍ରଦୀପ ଦାସ
ବାଲେଶ୍ୱର: ବିଜେପିରେ ଯୋଗଦେଲେ ଜୀବନ ପ୍ରଦୀପ ଦାସ । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଉପସ୍ଥିତିରେ ଜୀବନ ପ୍ରଦୀପ ଦାସ ଆଜି ବିଜେପି ଦଳରେ ଯୋଗଦେଇଛନ୍ତି । ବାଲେଶ୍ୱର ଆତିଥ୍ୟ ଭବନରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସେ ବିଜେପିରେ ମିଶିଛନ୍ତି । ଉପନିର୍ବାଚନ ସମୟରେ ଦଳବିରୋଧୀ!-->…
ଟିକାକରଣ ପାଇଁ ଯିବ ଏସ୍ଏମ୍ଏସ୍
ଭୁବନେଶ୍ୱର: ଦିନକ ପରେ ସାରା ଦେଶରେ ଆରମ୍ଭ ହେବ କରୋନା ପାଇଁ ଟିକାକରଣ। ଏଥିପାଇଁ ସବୁଠି ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ। ଓଡ଼ିଶାରେ ମଧ୍ୟ ଟିକାକରଣକୁ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ରାଜ୍ୟରେ ଟିକାକରଣକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।!-->…
ଭୋକର ଭୂଗୋଳ ଆଜି ଭାତହାଣ୍ଡି
କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ହଜାର ୮୫ କୋଟିରୁ ଅଧିକ ଟଙ୍କାର ୧୦୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି । ୧ ହଜାର ୬୫ କୋଟି ଟଙ୍କାର ୫୪ଟି ପ୍ରକଳ୍ପର ଉଦଘାଟନ କରିବା ସହ ୧ ହଜାର ୨୦ କୋଟିର ୫୨ଟି!-->…
୧୯ ଛାତ୍ରଛାତ୍ରୀ କରୋନା ସଂକ୍ରମିତ
ଝାରସୁଗୁଡା: ଦୀର୍ଘ ୯ ମାସ ଧରି ସ୍କୁଲ ବନ୍ଦ ରହିବା ପରେ ଗତ ୮ ତାରିଖରୁ ଖୋଲିଥିଲା ସ୍କୁଲ। ହେଲେ ୫ ଦିନର ପାଠପଢ଼ା ମଧ୍ୟରେ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଳକ୍ର ୩ଟି ହାଇସ୍କୁଲରୁ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଖବର ମିଳିଛି । କେଜିପି ସରକାରୀ ହାଇସ୍କୁଲ , ହେମସାଗର!-->…
କଳାହାଣ୍ଡିବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି
କଳାହାଣ୍ଡି: କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ପହଞ୍ଚି ଅପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି| କୋଭିଡ ପରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ରାଜ୍ୟ ସରକାରଙ୍କ ଏହି ବଡ!-->…
ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ
କଟକ: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଝିଅ ଡି ଭାନୁପ୍ରିୟା ରାଓ ମୁଖାଗ୍ନି ଦେଇଛନ୍ତି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକ ଏସ୍ସିବିରେ ଶ୍ରୀ ରାଓଙ୍କ ପରଲୋକ!-->…
