Odia News Portal

ମଂଜୁଳା ଦେବୀ ସରାଫ୍ କିଏ ?

ଭୁବନେଶ୍ୱର () କଳାଧନ ଓ ମନି ଲଣ୍ଡ୍ରିଂ ମାମଲାରେ ବୈଜୟନ୍ତ ପଣ୍ଡା ଓ ଜଗି ମଙ୍ଗତ ପଣ୍ଡାଙ୍କ ବିରୋଧରେ ତଦନ୍ତରେ ବିଳମ୍ବ ହେଉଥିବା ପ୍ରଶ୍ନ ଉଠିଛି । ଏଣେ ଏହି ମାମଲାରେ ପଣ୍ଡା ଦଂପତିଙ୍କ ଘନିଷ୍ଠ କୁହାଯାଉଥିବା ମଂଜୁଳା ଦେବୀ ସରାଫଙ୍କର ସଂପୃକ୍ତି ରହିଥିବା ଅଭିଯୋଗ ହୋଇଛି । ତେବେ କିଏ ଏହି…

ଆଉ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର()   ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର,…

୩୧ ପୂର୍ବରୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର()  ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ ବିଧାନସଭା ବିଧି ଅନୁସାରେ ଗୃହ ୬୦ ଦିନ ଚାଲିବା ବ୍ୟବସ୍ଥା ରହିଛି । ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ…

ଆଉ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()  ରାଜ୍ୟରେ ଆଉ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୮୮୬ ଜଣ ଥିବାବେଳେ ୬୫୪ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି  । ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୫ ହଜାର ୪୮୨ରେ…

୩ ବର୍ଷର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ

ଭୁବନେଶ୍ୱର()    ଦିଲୀପ ରାୟଙ୍କୁ ବଡ ଆଶ୍ୱସ୍ତି । ସ୍ୱତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ । ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସିବିଆଇ କୋର୍ଟ ଦେଇଥିବା ୩ ବର୍ଷର ଜେଲଦଣ୍ଡକୁ ସସପେଣ୍ଡ କରିଛନ୍ତି ।…

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର() ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି ।ଏହି ୩ଜଣ ଆଇଏଏସ ଅଧିକାରୀଙ୍କୁ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । ଏହି ବିଜ୍ଞପ୍ତି ଅନୁଯାୟୀ ୧୯୮୮ ବ୍ୟାଚର ଆଇଏଏସ ପରାଗ ଗୁପ୍ତା ହୋଇଛନ୍ତି ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମ ବା ଓଏଫଡିସିର ଅଧ୍ୟକ୍ଷ । ସେ ନିକଟରେ…

ନଭେମ୍ବର ୩୦ ଯାଏଁ ବଢିଲା ଅନଲକ୍‌ ଗାଇଡଲାଇନ୍‌

ନୂଆଦିଲ୍ଲୀ()  କେନ୍ଦ୍ର ଗୃହ ମନ୍ତ୍ରାଳୟ ନଭେମ୍ବର ୩୦ ତାରିଖ ଯାଏଁ ସେପେ୍ଟେମ୍ବର ଅନଲକ୍‌ ଗାଇଡଲାଇନ୍‌ ବଳବତ୍ତର ରରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଗୃହ ମନ୍ତ୍ରାଳୟ ତରଫରୁ ଜାରି ଅନଲକ୍‌ ନେଇ ଜାରି ହୋଇଥିବା ଗାଇଡଲାଇନ୍‌ରେ କଣ୍ଟେନମେଣ୍ଟ ଜୋନ୍‌ରେ ନଭେମ୍ବର ୩୦ ତାରିଖ ପର୍ୟ୍ୟନ୍ତ…

ଭିଜିଲାନ୍ସ ଜାଲରେ ସିଡିପିଓ

ଜୟପୁର()  ସବୁଆଡେ ଲାଞ୍ଚ ଓ ଦୁର୍ନୀତି ବଢିବାରେ ଲାଗିଛି । ଏହାରି ମଧ୍ୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ନନ୍ଦପୁର ସିଡିପିଓ । ନନ୍ଦପୁର ସିଡିପିଓ ସିଗ୍ଧାରାଣୀ ମିଶ୍ରଙ୍କୁ ରେଡ୍ ହ୍ୟାଣ୍ଡରେ ଧରିଛି ଭିଜିଲାନ୍ସ । ନିଜ ଅଫିସରେ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେବା…

ଭୁବନେଶ୍ୱରରୁ ମାତ୍ର ୮୮ ପଜିଟିଭ, ହେଲେ ୭୧ ଲୋକାଲ କେସ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ମାତ୍ର ୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୭୮୨…

ରାମଦାସ ଆଠୱାଲେଙ୍କୁ କରୋନା

ନୂଆଦିଲ୍ଲୀ() କେନ୍ଦ୍ରମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ୍ ଇଣ୍ଡିଆର ସଭାପତି ରାମଦାସ ଆଠୱାଲେ କରୋନା ମହାମାରୀରେ ସଂକ୍ରମିତ ହୋଇଛନ୍ତି । ଆଜି ରିପୋର୍ଟ ପଜିଟିଭ୍ ଆସିବା ପରେ ଆଠୱାଲେଙ୍କୁ ଚିକିତ୍ସା ପାଇଁ ବମ୍ବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟଳୟରୁ…