Odia News Portal

ଭାରତ-ଆମେରିକା ମଧ୍ୟରେ ‘BECA’ ଚୁକ୍ତି ସ୍ୱାକ୍ଷରିତ, ଜାଣନ୍ତୁ BECA କ’ଣ …

ନୂଆଦିଲ୍ଲୀ()  ଭାରତ ଓ ଆମେରିକା ମଧ୍ୟରେ ଆଜି ଦ୍ୱିପାକ୍ଷିକ ଆଲୋଚନା ହୋଇଛି । ପ୍ରତିରକ୍ଷା ଓ ଜ୍ଞାନକୌଶଳ କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛି ଆମେରିକା । ତେବେ ପରମାଣୁ ସହଯୋଗ ବଢାଇବା ପାଇଁ…

ମରାମତି ହେବ ବାଇଶି ପାହାଚ

ପୁରୀ()  ଶ୍ରୀମନ୍ଦିରର ବାଇଶି ପାହାଚର ମରାମତି କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି ।  ପ୍ରତ୍ନତତ୍ତ୍ୱ ବିଭାଗର ଟିମ ଦ୍ୱାରା ବାଇଶି ପାହାଚର ଅନୁଧ୍ୟାନ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରତ୍ନତତ୍ତ୍ୱ ବିଭାଗର ଟିମ  ଅନୁଧ୍ୟାନ କରିବା ବେଳେ ପାହାଚର ଦୁର୍ବଳ ପଥରକୁ ଚିହ୍ନଟ…

ହାଥରସ ତଦନ୍ତର ସୁପ୍ରିମକୋର୍ଟ ତତ୍ତ୍ୱାବଧାନ ଅନାବଶ୍ୟକ

ନୂଆଦିଲ୍ଲୀ()  ଉତ୍ତର ପ୍ରଦେଶର ବହୁ ଚର୍ଚ୍ଚିତ ହାଥରସ ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି ।  ମାମଲାର ତତ୍ତ୍ୱାବଧାନ ସମ୍ପର୍କରେ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ଏଥିସହ ଆହ୍ଲାବାଦ ହାଇକୋର୍ଟ ଏହି ମାମଲାର ହେଉଥିବା…

ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର()  ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଆରମ୍ଭ ହୋଇସାରିଛି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ମଇଦାନକୁ ଓହ୍ଲାଇବାକୁ ଯାଉଛନ୍ତି । କିନ୍ତୁ ଉପନିର୍ବାଚନ ପାଇଁ ଡିଜିଟାଲରେ ପ୍ରଚାର କରିବେ ନବୀନ । ୨୯ରେ ବାଲେଶ୍ୱର ପାଇଁ ନବୀନ…

ବଡ଼ ବିସ୍ଫୋରଣ, ୭ଜଣଙ୍କ ମୃତ୍ୟୁ, ୭୦ରୁ ଅଧିକ ଆହତ

ପେଶୱାର() ପାକିସ୍ତାନର ପେଶାୱରର ଏକ ମଦ୍ରାସା ନିକଟରେ ହୋଇଛି ବଡ଼ ଧରଣର ବିସ୍ଫୋରଣ । ଏହି ବିସ୍ଫୋରଣ ମଦ୍ରାସା, ଦୀର କଲୋନୀରେ ହୋଇଛି । ରିଲିଫ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି କହିଛନ୍ତି ଯେ, ବିସ୍ଫୋରଣରେ ୭ଜଣଙ୍କ ମୃତ୍ୟୁ ହୋଇଛି ଓ ୭୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।…

କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ, ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱରରୁ…

ଆଜି ଆଉ ୧୨୪୭ ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୨୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୧୮ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ୯୪୨ କୁ ବୃଦ୍ଧି କରିଛି। ଏ…

ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ

ନୂଆଦିଲ୍ଲୀ() ଚନ୍ଦ୍ର ପୃଷ୍ଠରେ ମିଳିଛି ଜଳର ସନ୍ଧାନ । ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ମିଳିଥିବା ଦାବି କରିଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ବା ନାସା । ପର୍ଯ୍ୟବେକ୍ଷଣ ଯାନ ‘ସୋଫିଆ’ ଜରିଆରେ ଜଳ ସନ୍ଧାନ ହୋଇଥିବା ଦାବି କରିଛି । ଚନ୍ଦ୍ରପୃଷ୍ଠରେ ଛୋଟ ଛୋଟ ଆକାରରେ କାଚ କଣିକା ଭଳି ଜଳ…

ରୁପାରେ ଛାଉଣୀ ହେବ ଶ୍ରୀମନ୍ଦିରର ୮ ଦ୍ୱାର

ପୁରୀ () ରୁପାରେ ଆଛାଦିତ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାର। ଏଥିଲାଗି ବିନିଯୋଗ ହେବ ଅଢ଼େଇ ଟନ୍ ରୁପା। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧକ୍ଷତାରେ ଆଜି ଅପରାହ୍ନରେ ବସିବ ସ୍ଵତନ୍ତ୍ର ବୈଠକ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ,…

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର()  କରୋନା ମହାମାରୀର ମୁକାବିଲା ନିମନ୍ତେ କୋଭିଡ-୧୯ ଭ୍ୟାକସିନ କୋଭାକସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ ଶୀଘ୍ର ସ୍ଥାନୀୟ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହେବ | ଏହି ସ୍ୱଦେଶୀ ଟୀକାକୁ ଭାରତ ବାୟୋଟେକ ଓ ଇଣ୍ଡିଆନ କାଉନସିଲ ଅଫ…