Odia News Portal

ଟ୍ୱିନ୍ ସିଟିରେ୧୪୪ ଧାରା ଲାଗୁ

ଭୁବନେଶ୍ୱର: ଟ୍ୱିନ୍ ସିଟି ଭୁବନେଶ୍ୱର ଏବଂ କଟକରେ ୧୪୪ ଧାରା ଜାରି ।ନୂଆବର୍ଷ ଜିରୋ ନାଇଟ ସେଲିବ୍ରେସନକୁ ଏଡ଼ାଇବା ପାଇଁ ଆଜି ରାତିରୁ ୧୪୪ ଧାରା ଲାଗୁ ହେବା ନେଇ ସମ୍ବାଦିକ ସମ୍ମିନଳୀରେ ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । ନାଇଟ କର୍ଫ୍ୟୁ ସମୟରେ ଟୁଇନ ସିଟିର ସମସ୍ତ

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨

ରାଜ୍ୟରେ ଆଉ ୩୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୬୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଆଜି ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ଆଶଙ୍କା ଓ ନୂଆବର୍ଷକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି ରାଜ୍ୟ ସରକାର । ଆଜି ରାତି ୧୦ଟାରୁ କାଲି ସକାଳ ୫ଟା ପର୍ଯ୍ୟନ୍ତ ଲାଗିବ ନାଇଟ୍ କର୍ଫ୍ୟୁ । ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି

ରାଜ୍ୟରେ କୋଭିଡ୍ ଗାଇଡଲାଇନ୍ ଜାରି

ଭୁବନେଶ୍ୱର: ଜାନୁୟାରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଦୀର୍ଘ ୯ମାସ ଧରି ଥିବା କଟକଣାରେ କୋହଳ କରି ଚଳିତ ନୂଆବର୍ଷରୁ ଜନଜୀବନକୁ ସ୍ୱାଭାବିକ ନିମନ୍ତେ ରାଜ୍ୟ ସରକାର ଉଦ୍ୟମ କରିଛନ୍ତି । କେନ୍ଦ୍ର ସରକାରଙ୍କ ଅନଲକ ଗାଇଡଲାଇନ୍ ଅନୁରୂପ କେବଳ କଣ୍ଟେନମେଣ୍ଟ

ଟ୍ୱିନ୍ ସିଟିରେ ଜିରୋ ନାଇଟ୍ ସେଲିବ୍ରେସନକୁ ନା’

ଭୁବନେଶ୍ୱର: ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ ଜିରୋ ନାଇଟ୍ ସେଲିବ୍ରେସନ୍ ଉପରେ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଏଥିପାଇଁ ବିଶେଷକରି ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ କଡା ସୁରକ୍ଷାର ବନ୍ଦୋବସ୍ତ କରିଛି କମିଶନରେଟ ପୁଲିସ । କଟକ ଏବଂ ଭୁବନେଶ୍ୱରରେ ଥିବା

୩୫ ଆଇଏଏସଙ୍କୁ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟରେ ୩୫ ଆଇଏଏସଙ୍କୁ ପଦୋନ୍ନତି । ଆପେକ୍ସ ସ୍କେଲ, ପ୍ରିନ୍ସିପାଲ ସେକ୍ରେଟେରୀ, ସୁପର ଟାଇମ୍ ସ୍କେଲ୍ , ସିଲେକ୍ସନ ଗ୍ରେଡ୍ , ଜୁନିୟର ଆଡମିନିଷ୍ଟ୍ରେସନ୍ ଗ୍ରେଡ୍ ଓ ସିନିୟର ଟାଇମ୍ ସ୍କେଲ ପାହ୍ୟାରେ ଥିବା ଆଇଏଏସ ଅଫିସରମାନଙ୍କୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର । ତେବେ

ନୂଆବର୍ଷ ପାଇଁ ନାଇଟ୍ କର୍ଫ୍ୟୁ ଘୋଷଣା

ନୂଆଦିଲ୍ଲୀ: ଦିଲ୍ଲୀରେ କଟକଣା ଜାରି । ଆଜି ଓ ଆସନ୍ତାକାଲି ଦିଲ୍ଲୀ ପାଇଁ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି । ରାତି ୧୧ଟାରୁ ସକାଳ ୬ଟା ଯାଏଁ ଏହି କଟକଣା ବଳବତ୍ତର ରହିବ । ରାତି ୧୧ଟା ପରେ ନୂଆ ବର୍ଷ ପାଳନ ଏବଂ କୌଣସି ପ୍ରକାର ଜନଗହଳି ଉପରେ କଟକଣା ଲଗାଇଛନ୍ତି ଦିଲ୍ଲୀ ସରକାର । ଦିଲ୍ଲୀରେ