Odia News Portal

ନୟାପଲ୍ଲୀରୁ ଏୟାରପୋର୍ଟକୁ ଗ୍ରୀନ କରିଡର

ଭୁବନେଶ୍ୱର()  ଭୁବନେଶ୍ୱରରୁ ହାଇଦ୍ରାବାଦ୍ ଯିବେ କରୋନା ରୋଗୀ । କରୋନାରୁ ସୁସ୍ଥ ହେବା ପରେ ତାଙ୍କର ଫୁସଫୁସରେ ସମସ୍ୟା ଥିବା ଜଣାପଡିଥିଲା । ଏହାପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର କୃତିମ୍ ଫୁସଫୁସ୍ ରୋପଣ କରାଯାଇଛି । ତେବେ ସ୍ୱାସ୍ଥ୍ୟ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ…

ଫଟୋରେ ଫଟୋରେ ଦେଖନ୍ତୁ ମା’ଙ୍କ ଝଲକ …

ଭୁବନେଶ୍ୱର() ଆଜି ପବିତ୍ର ମହାସପ୍ତମୀ । କରୋନା କଟକଣା ଭିତରେ ଚାଲିଛି ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା । ଗତକାଲି ଷଷ୍ଠୀ ମହାବସରରେ ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗତଜନନୀ ମା’। ଦୁର୍ଗା । ଅଧିବାସ ଓ ବିଲବରଣ କରାଯାଇଛି । ଆଜି ହେବ ମହାମାୟୀଙ୍କ ଚକ୍ଷୁଦାନ ପରମ୍ପରା । ଚଳିତ ବର୍ଷ ଅଧିକାଂଶ…

କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ଅନୁମତି

ନୂଆଦିଲ୍ଲୀ()  ଭାରତର ପ୍ରଥମ କରୋନା ଟୀକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଭାରତ ବାୟୋଟେକ ଏବଂ ଆଇସିଏମଆର ପକ୍ଷରୁ ମିଳିତ ଭାବରେ ନିର୍ମାଣ କରାଯାଉଥିବା ଏହି ଟୀକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ଅନୁମତି ମିଳିଛି । ଟୀକାର ପ୍ରଥମ ଦୁଇ ପର୍ଯ୍ୟାୟ…

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା

ନୂଆଗାଁ() ଦଶପଲ୍ଲା ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରା କରୋନା ସଂକ୍ରମିତ ହୋଇଛନ୍ତି। ଏ ନେଇ ବିଧାୟକ ତାଙ୍କ ସୋସିଆଲ ସାଇଟ୍‌ରେ ସୂଚନା ଦେଇଛନ୍ତି। ସେ ଗୃହ ସଙ୍ଗରୋଧରେ ରହିଥିବା ଏବଂ ସୁସ୍ଥ ଥିବା ପ୍ରକାଶ କରିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା…

ରାଜଧାନୀରୁ ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()  ରାଜଧାନୀ ଭୁବନେଶ୍ୱରରୁ ଆଜି ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ ୨୦୧ ଆକ୍ରାନ୍ତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୩୭ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି । ସେହିପରି…

ବାଲେଶ୍ୱରରେ ଶଙ୍ଖ ଧରିଲେ କଂଗ୍ରେସ ନେତା

ବାଲେଶ୍ୱର() ବାଲେଶ୍ୱରରେ କଂଗ୍ରେସ ନେତା ମାଧବାନନ୍ଦ ମଇନି ତାଙ୍କ ଶତାଧିକ କର୍ମୀଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି । ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟଙ୍କ ନେତୃତ୍ୱରେ ଦଳରେ ସାମିଲ ହୋଇଛନ୍ତି । ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବ ହୋଇଛି ।…

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଜାତୀୟ ଶିକ୍ଷାନୀତି ସମ୍ପର୍କିତ ୱେବିନାର

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସି) ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଜାତୀୟ ଶିକ୍ଷା ନୀତି -୨୦୨୦ ଶୀର୍ଷକ ଏକ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଏହି ୱେବିନାର୍ରେ ସୋଆ କୁଳପତି ପ୍ରଫେସର ଡଃ ଅଶୋକ କୁମାର ମହାପାତ୍ର ସାମଗି୍ରକ ଓ ସନ୍ତୁଳିତ ସ୍ୱାସ୍ଥ୍ୟ ଜାତୀୟ ଶିକ୍ଷୀ…

୪ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର() ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ । ଗଭୀର ଅବପାତରେ ପରିଣତ ହୋଇ ଉତ୍ତର –ଉତ୍ତରପୂର୍ବରେ ଗତି କରିବ । ସାଗର ଦ୍ବୀପପୁଞ୍ଜ ଓ ବାଂଲାଦେଶ ଖେପୁପଡା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ…

ଅବପାତର ରୂପ ନେଲା ଲଘୁଚାପ, ଆସନ୍ତାକାଲି ସ୍ଥଳଭାଗ ଛୁଇଁବା ସମ୍ଭାବନା

ଭୁବନେଶ୍ୱର()  ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ ।  ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ ।  ଆସନ୍ତାକାଲି ଅର୍ଥାତ ୨୩ ତାରିଖ ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ…

ବିଜେପି ଇସ୍ତାହାରରେ କରୋନା ଟିକା

ପାଟଣା() ବିହାରରେ ନିର୍ବାଚନୀ ଇସ୍ତାହାର ଜାରି କରିଛି ବିଜେପି ନିର୍ବାଚନ ଇସ୍ତାହାରରେ ପ୍ରଥମ ପ୍ରତିଶ୍ରୁତି ରହିଛି କରୋନା ଟିକା। ବିହାରର ପ୍ରତି ଲୋକଙ୍କୁ ମାଗଣାରେ ମିଳିବ କରୋନା ଟିକା। ଇସ୍ତାହାର ଜାରି କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ସହ ଇସ୍ତାହାରରେ…