Odia News Portal

ସୁନା କି ଚାନ୍ଦି ନୁହେଁ, ଝଲସିବ ଜରି ମେଢ଼

କଟକ() ମା’ଙ୍କ ଗହଣାଠୁ ନେଇ ସାଜସଜ୍ଜା । ସବୁଥିରେ ଜରି, ସୋଲ କାରୁକାର୍ୟ୍ୟ ଦେଖିବାକୁ ମିଳିବ । ଦୂରରୁ ଦେଖିଲେ ଏହା ସୁନା, ରୁପା ଅଳଙ୍କାରର ଭ୍ରମ ସୃଷ୍ଟି କରିବ । କରୋନା କଟକଣା କାରଣରୁ ପ୍ରାୟ ସବୁ ମଣ୍ଡପରେ ମା’ଙ୍କ ପ୍ରତିମା ସୁନା, ରୁପା ଅଳଙ୍କାର ବଦଳରେ ପିନ୍ଧିବେ ମାଟି, ଜରିର…

ଛତର ଯାତ୍ରା ପାଇଁ ଗାଇଡ୍‌ଲାଇନ୍‌ ଜାରି

ଭବାନୀପଟଣା()  କଳାହାଣ୍ଡି ଜିଲା ଭବାନୀପାଟଣାରର ଅଧିଷ୍ଠାତ୍ରୀ ଦେବା ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ୨୪ ତାରଖ କରାଯିବ । ଜନଗହଳିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କରୋନା ପାଇଁ ଏହି ଯାତ୍ରା ଉପରେ ୧୪୪ ଧାରା ଲାଗୁ କରାଯାଇଛି । ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ଼ଲାଇନ ଜାରି…

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରଛାତ୍ରୀଙ୍କୁ ମିଳିନି ଏ-୧ ଗ୍ରେଡ

ଭୁବନେଶ୍ୱର() ଗୁରୁବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି ।  ସପ୍ଲିମେଣ୍ଟାରୀରେ ମୋଟ ୧୫, ୨୪୪ ଛାତ୍ରଛାତ୍ରୀ ପାସ କରିଛନ୍ତି । ତେବେ ସବୁଠୁ ବଡ଼ କଥା ହେଲା ଯେ,  ସପ୍ଲିମେଣ୍ଟାରୀ ପରୀକ୍ଷାରେ କୌଣସି ଛାତ୍ରଛାତ୍ରୀଙ୍କୁ ଏ-୧ ଗ୍ରେଡ ମିଳିନାହିଁ । ତେବେ ଏ-୨ ଗ୍ରେଡରେ…

ଅର୍ଥନୈତିକ କାର୍ଯ୍ୟକ୍ରମ ତ୍ବରାନ୍ବିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର()  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ତଥା ବୁଧବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରି କହିଛନ୍ତି ଯେ ରାଜ୍ୟର ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ପ୍ରଶାସନ ଓ କୋଭିଡ ଯୋଦ୍ଧା ମାନଙ୍କ କଠିନ ପରିଶ୍ରମ ଯୋଗୁ ଏବଂ ସମସ୍ତ ସଂପୃକ୍ତ…

କରୋନା ନେଲା ଆଉ ୧୫ ଜୀବନ, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ୱର () ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୧୯୬ରେ ପହଞ୍ଚôଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଅନୁଗୁଳ, ଓ ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୩ ଜଣ କରୋନା…

ଆଉ ୧୯୧୩ ପଜିଟିଭ୍‌ , ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ବର()  ରାଜ୍ୟରେ ଆଜି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୦୪ଟି ଲୋକାଲ କେସ୍‌ ରହିଛି।…

୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେବାକୁ ଯାଉଛି । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ୬ଟି ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।…

ମହାପ୍ରଭୁଙ୍କ ପାଇଁ ନିର୍ମାଣ ହେବ ଆଉ ଏକ ସ୍ୱର୍ଣ୍ଣ ଅଳଙ୍କାର ସେଟ

ପୁରୀ() ଜଗନ୍ନାଥଙ୍କ ପାଇଁ ନିର୍ମାଣ ହେବ ଆଉ ଏକ ସେଟ ସ୍ୱର୍ଣ୍ଣ ଅଳଙ୍କାର । ଏନେଇ ଜଣେ ଭକ୍ତ ପ୍ରଦାନ କରିବେ ସ୍ୱର୍ଣ୍ଣ । ପୂର୍ବରୁ ଏକ ସେଟ ସ୍ୱର୍ଣ୍ଣ ଅଳଙ୍କାର ମହାପ୍ରଭୁଙ୍କର ରହିଛି । ତେବେ ଦାନସୂତ୍ରରେ ମିଳିବାକୁ ଏହି ସ୍ୱର୍ଣ୍ଣରେ ଆଉ ଏକ ଅଳଙ୍କାର ସେଟ୍ ନିର୍ମାଣ କରାଯିବ ।…

ଅଣ୍ଟୁନି ଦରମା, ପ୍ରଧାନମନ୍ତ୍ରୀ ପଦ ପାଇଁ କରୁଛନ୍ତି ପଶ୍ଚାତାପ

ଲଣ୍ଡନ() ଦରମା ଯାହା ମିଳୁଛି ସେଥିରେ ପରିବାର ପ୍ରତିପୋଷଣ କରିବା ଅସମ୍ଭବ । ପତ୍ନୀ ଓ ୬ ସନ୍ତାନଙ୍କୁ ନେଇ ପରିବାର । ସ୍ୱଳ୍ପ ଦରମାରେ ଚଳିବା ମୁସ୍କିଲ । ତା ଉପରେ ପୂର୍ବ ପତ୍ନୀଙ୍କ ରକ୍ଷଣାବେକ୍ଷଣ କଥା ବି ବୁଝିବାକୁ ପଡ଼ୁଛି । ଏତେ ସବୁ ଖର୍ଚ୍ଚ ତୁଲାଇବା ପରେ ପକେଟରେ ଅଧଲାଟିଏ ବଳୁ ନାହିଁ…

ଜମିବାଡି ବିବାଦରୁ ଟ୍ରିପଲ ମର୍ଡର

କୁଚିଣ୍ଡା() କୁଚିଣ୍ଡା ମହୁଲପାଲି ଥାନା ଲପଡା ଗାଁରେ ହୋଇଛି ଟ୍ରିପଲ ମର୍ଡର । ଜମିବାଡି ବିବାଦକୁ କେନ୍ଦ୍ର କରି ପଡୋଶୀଙ୍କ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରମଣରେ ଗୋଟିଏ ପରିବାରର ଝିଅ, ଜ୍ୱାଇଁ ଓ ଶାଶୂ ମୃତ ହୋଇଥିବା ଜଣାପଡିଛି । ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଅଭିଯୁକ୍ତ…