Odia News Portal

ବିବେକ ଓବେରୟଙ୍କ ଘରେ ଚଢାଉ

ମୁମ୍ବାଇ()  ବଲିଉଡ ଅଭିନେତା ବିବେକ ଓବେରୟଙ୍କ ଘରେ ବାଙ୍ଗାଲୁର ପୋଲିସ ଚଢାଉ କରିଛି । ବାଙ୍ଗାଲୁରର ୨ ପଶେଳିସ ଇନ୍ସପେକ୍ଟର ଦ୍ୱିପହର ୧ଟାରୁ ଚଢାଉ ଆରମ୍ଭ କରିଥିଲେ । ବିବେକଙ୍କ ଭିଣୋଇ ଆଦିତ୍ୟ ଆଲଭାଙ୍କ ଡ୍ରଗ୍ସ ଲିଙ୍କ ଦର୍ଶାଇ ଅଭିନେତା ବିବେକ ଓବେରୟଙ୍କ ଘରେ ପୋଲିସ ଯାଞ୍ଚ କରିଥିବା…

ରାଜଧାନୀରୁ ଆଉ ୨୫୩ ପଜିଟିଭ, ୧୮୦ ଲୋକାଲ କେସ

ଭୁବନେଶ୍ୱର() ରାଜଧାନୀ ଭୁବନେଶ୍ୱରରୁ ଆଜି ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂତନ୨୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୩ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୦ ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି । ଲକ୍ଷ୍ମୀସାଗରରୁ ୧୩ ଜଣ…

ଜେଏସପିଏଲର ଟି ଆର ବି ଖଣି କୁ ଫିମି ଉତ୍କୃଷ୍ଟତା ପୁରସ୍କାର

ଟେନସା()  ସୁନ୍ଦରଗଡ଼ ଜିଲ୍ଲା ଟେନସା ଠାରେ ଥିବା ଜିନ୍ଦଲ୍ ଷ୍ଟିଲ ଏଣ୍ଡ୍ ପାୱIର ଲିମିଟେଡ୍ (ଜେଏସପିଏଲ୍) ର ଟି ଆର ବି ଲୌହ ଖଣି ଫିମି ଉତ୍କୃଷ୍ଟତା ପୁରସ୍କାର ଲାଭ କରିଛି  । ଉତ୍ତମ ଖଣି ପରିଚାଳନା ସହ ପରିବେଶ ସନ୍ତୁଳନ ଏବଂ ସବୁ କ୍ଷେତ୍ର ରେ ପାରଦର୍ଶୀତା ପାଇଁ ଫେଡେରେସନ ଅଫ ଇଣ୍ଡିଆନ…

ଶାଶୂଘରେ ରହିବା ବୋହୂର ଅଧିକାର

ନୂଆଦିଲ୍ଲୀ()  ଗୁରୁବାର ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଶୁଣାଇଛନ୍ତି। ଘରୋଇ ହିଂସା ଅଧିନିୟମ ଅଧିନରେ ବୋହୂକୁ ନିଜ ସ୍ବାମୀଙ୍କ ପିତା-ମାତାଙ୍କ ଘରେ ରହିବାର ଅଧିକାର ଅଛି। ଜଷ୍ଟିସ୍‌ ଅଶୋକ ଭୂଷଣଙ୍କ ଅଧକ୍ଷତାରେ ୩ ଜଣିଆ ଖଣ୍ଡପୀଠ ତରୁଣ ବାତ୍ରାଙ୍କ ମାମଲାରେ ଏଭଳି ରାୟ ଶୁଣାଇଛନ୍ତି।…

ଏହିସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()   ଆସନ୍ତା ୧୯ ତାରିଖ ଦିନ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।…

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତିି । ଜନ୍ମଦିନରେ ଗରିବ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ସେ ନିବେଦନ କରିଛନ୍ତି । ରକ୍ତଦାନ ଓ ପ୍ଲାଜମା ଦାନ…

ମୋଦିଙ୍କ ସମ୍ପତି ବଢ଼ିଲା, କେଉଁଠି ରଖିଛନ୍ତି କେତେ ଟଙ୍କା ?

ନୂଆଦିଲ୍ଲୀ()  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପତି ସାମାନ୍ୟ ବୃଦ୍ଧି ପାଇଛି । ତେବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମ୍ପତି ହ୍ରାସ ପାଇଛି । ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନଙ୍କର ସମ୍ପତି ତାଲିକାରୁ ଏହା ଜଣାପଡ଼ିଛି । ୨୦୨୦ ଜୁନ ୩୦ ସୁଦ୍ଧା…

ପୋକ୍ସୋ ଆକ୍ଟରେ ମାମଲା ରୁଜୁ

କଟକ() କଟକ ଚାଉଳିଆଗଂଜ ଥାନା ଅଂଚଳରେ ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ କଟକ ଡିସିପି ଆଜି ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।  ପୀଡ଼ିତାଙ୍କୁ ଉଦ୍ଧାର କରି ବସୁନ୍ଧରା ଚାଇଲ୍ଡ ଲାଇନରେ ରଖାଯାଇଛି । …

ଜନ୍ମଜୟନ୍ତୀରେ କଲାମଙ୍କୁ ମନେ ପକାଇଲେ ନବୀନ

ଭୁବନେଶ୍ୱର() ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ମିଶାଇଲ ମ୍ୟାନ ଡ. ଏପିଜେ ଅବଦୁଲ କାଲାମଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନେ ପକାଇଛନ୍ତି । ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଶା ସହିତ କଲାମଙ୍କର…

ଆଜି ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ୪

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ…