ରାଜ୍ୟରେ ଆଉ ୩୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଉ ୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଚିହ୍ନଟ ସଂକ୍ରମିତ ମାନଙ୍କ ମଧ୍ୟରୁ ୧୯୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ସମୟରେ ବାକି ୧୪୦ ଜଣ ସଂକ୍ରମିତ ହେଉଛନ୍ତି ଲୋକାଲ କେସ୍।
ତେବେ ଚିହ୍ନଟ!-->!-->!-->…
