Odia News Portal

ପୋକ୍ସୋ ଆକ୍ଟରେ ମାମଲା ରୁଜୁ

କଟକ() କଟକ ଚାଉଳିଆଗଂଜ ଥାନା ଅଂଚଳରେ ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ କଟକ ଡିସିପି ଆଜି ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।  ପୀଡ଼ିତାଙ୍କୁ ଉଦ୍ଧାର କରି ବସୁନ୍ଧରା ଚାଇଲ୍ଡ ଲାଇନରେ ରଖାଯାଇଛି । …

ଜନ୍ମଜୟନ୍ତୀରେ କଲାମଙ୍କୁ ମନେ ପକାଇଲେ ନବୀନ

ଭୁବନେଶ୍ୱର() ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ମିଶାଇଲ ମ୍ୟାନ ଡ. ଏପିଜେ ଅବଦୁଲ କାଲାମଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନେ ପକାଇଛନ୍ତି । ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଓଡିଶା ସହିତ କଲାମଙ୍କର…

ଆଜି ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ୪

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ…

ଆଜି ୨୪୭୦ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୬୨ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୨୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୨୦୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଟ୍ୱିନସିଟିବାସୀଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ବର()  ରାଜ୍ୟ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଭୁବନେଶ୍ୱର ଏବଂ କଟକକୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । ଉଭୟ ସହରରେ ଅପରାହ୍ନ ୧୨.୩୦ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ ଲଗାଯାଇଛି । ଉଭୟ ସହରରେ ଘଣ୍ଟାପ୍ରତି ପ୍ରାୟ ୨-୩ ସେମି ବର୍ଷା…

ପୋଲିସ କମିଶନରଙ୍କୁ ବଦନାମ ପଛରେ ଷଡଯନ୍ତ୍ରର ଗନ୍ଧ

ଭୁବନେଶ୍ୱର ()  ରାଜଧାନୀ ଲଗାତାର ଭାବେ ଛୋଟ ବଡ ଅପରାଧ ଘଟୁଥିବାବେଳେ ଏହାକୁ ବଳିଗଲାଣି ପୁଲିସ୍‍ ବାବୁମାନଙ୍କ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧ । ବିଶେଷକରି ସବୁ ଘଟଣା ପାଇଁ ପୁଲିସ୍‍ କମିଶନରଙ୍କ ମୁଣ୍ଡରେ ଯେଭଳି ନଡିଆ ଭଙ୍ଗା ଯାଉଛି ତାହା ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହା ଦେଖିଲା…

ଧର୍ମଶାଳାରେ ଜନ ସଚେତନତା କାର୍ଯ୍ୟକ୍ରମ ଓ ମାସ୍କ ବଣ୍ଟନ

ଧର୍ମଶାଳା() ଆଜି ଧର୍ମଶାଳା ନିର୍ବାଚନ ଅନ୍ତର୍ଗତ ରସୁଲପୁର ଜୋନର ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତ ରାୟ,  କୋରେଇ ନିର୍ବାଚନ ମଣ୍ଡଳୀର  ବିଧାୟକ ଅଶୋକ କୁମାର ବଳ ଏବଂ ରସୁଲପୁର ଜୋନର ସରପଞ୍ଚ, ସମିତି ସଭ୍ୟ,…

ଭୁବନେଶ୍ୱରରୁ ଆଉ ୨୬୭ ପଜିଟିଭ, ୧୯୬ ଲୋକାଲ କେସ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୨୮୩ କୁ…

ବରମୁଣ୍ଡା ଓଭରବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ୱର() ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ୍ ଉପରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଛି ମାଲ ବୋଝେଇ ଟ୍ରକ। ଦୁର୍ଘଟଣା ପରେ କ୍ୟାବିନ ଭିତରେ ଚାପି ହୋଇଯାଇଛନ୍ତି ଡ୍ରାଇଭର। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି…

କଂଗ୍ରେସରେ ଯୋଗ ଦେଲେ ଶରଦ ଯାଦବଙ୍କ ଝିଅ

ପାଟନା()  ବିହାର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଯୋଗ ଦେଇଛନ୍ତି ଶରଦ ଯାଦବଙ୍କ ଝିଅ । ଲୋକତାନ୍ତ୍ରିକ ଜନତା ଦଳର ସଭାପତି ଶରଦ ଯାଦବଙ୍କ ଝିଅ ଶୁଭାଶିନୀ ରାଜ ରାଓ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଶୁଭାଶିନୀ କଂଗ୍ରେସରେ ଯୋଗ ଦେଇଛନ୍ତି ।…