Odia News Portal

ଭୁବନେଶ୍ୱରରୁ ଆଉ ୨୬୭ ପଜିଟିଭ, ୧୯୬ ଲୋକାଲ କେସ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୨୮୩ କୁ…

ବରମୁଣ୍ଡା ଓଭରବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ୱର() ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ୍ ଉପରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଛି ମାଲ ବୋଝେଇ ଟ୍ରକ। ଦୁର୍ଘଟଣା ପରେ କ୍ୟାବିନ ଭିତରେ ଚାପି ହୋଇଯାଇଛନ୍ତି ଡ୍ରାଇଭର। ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ ଜାରି…

କଂଗ୍ରେସରେ ଯୋଗ ଦେଲେ ଶରଦ ଯାଦବଙ୍କ ଝିଅ

ପାଟନା()  ବିହାର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଯୋଗ ଦେଇଛନ୍ତି ଶରଦ ଯାଦବଙ୍କ ଝିଅ । ଲୋକତାନ୍ତ୍ରିକ ଜନତା ଦଳର ସଭାପତି ଶରଦ ଯାଦବଙ୍କ ଝିଅ ଶୁଭାଶିନୀ ରାଜ ରାଓ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି । ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଶୁଭାଶିନୀ କଂଗ୍ରେସରେ ଯୋଗ ଦେଇଛନ୍ତି ।…

ସମ୍ କୋଭିଡ ହସ୍ପିଟାଲରୁ ପୁଣି ସୁସ୍ଥ ହେଲେ ୮୬ ବର୍ଷୀୟା ମହିଳା

ଭୁବନେଶ୍ୱର() ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠ ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି । ଢେଙ୍କାନାଳର ୮୬ ବର୍ଷୀୟା…

୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆଗାମୀ ୧୨ ଘଂଟାରେ ଦୁର୍ବଳ ହେବ ଲଘୁଚାପ । ଦକ୍ଷିଣ ଉପକୂଳ ଓଡ଼ିଶାରେ ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ଅନ୍ୟ ଜିଲ୍ଲାମାନଙ୍କରେ ପାଗ ଶୁଖିଲା ରହିବ । ୭ଦିନ ଯାଏଁ ବଡ଼ ବର୍ଷାର ସମ୍ଭାବନା ନାହିଁ । ବର୍ଷା ପ୍ରଭାବରେ ଗଜପତି ଓ ଗଂଜାମ ଜିଲ୍ଲାରେ କିଛି ମାତ୍ରାରେ…

୧୪ ମାସ ପରେ ମୁକୁଳିଲେ ମେହବୁବା

ଶ୍ରୀନଗର()  ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ମୁଖ୍ୟ ତଥା ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ୧୪ ମାସ ଧରି ଅଟକ ରହିବା ପରେ ମୁକୁଳିଛନ୍ତି । ଜମ୍ମୁ କାଶ୍ମୀର ପ୍ରଶାସନ ମୁ୍ଖପାତ୍ର ରୋହିତ କଂଶଲ ଏ ନେଇ ସୂଚନା ଦେଇଛନ୍ତି । ଗତବର୍ଷ ଅଗଷ୍ଟରେ ଧାରା ୩୭୦…

କାନ୍ଥ ଭୁଷୁଡି ୨ ମାସର ଶିଶୁ ସହିତ ୯ ମୃତ

ହାଇଦ୍ରାବାଦ()  ହାଇଦ୍ରାବାଦରେ ପ୍ରବଳ ବର୍ଷାରୁ କାନ୍ଥ ଭୁଷୁଡି ୯ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ୨ ମାସର ଶିଶୁ ରହିଥିବା ଜଣାପଡିଛି । ବିଗତ ଦୁଇ ଦିନ ଧରି ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ପ୍ରବଳ ବର୍ଷା କାରଣରୁ ଏହି ଅଘଟଣ ଘଟିଛି । ସୋମବାର ରାତିରେ ଏହି ପାଚେରୀଟି…

ଆଉ ୧୫ ମୁଣ୍ଡ ନେଲା କରୋନା, ୧୨ ପୁରୁଷ

ଭୁବନେଶ୍ବର()   ରାଜ୍ୟରେ ଆଜି ଆଉ ୧୫ ମୁଣ୍ଡ ନେଇଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାର ନାମ ନେଉନାହିଁ । ଆଜିର ୧୫ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୨ରେ ପହଞ୍ଚିଛି । କଟକରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ପ୍ରାଣ…

ଆଜି ଆଉ ୨୬୦୪ ପଜିଟିଭ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()  ରାଜ୍ୟରେ ଆଜି ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୫୧୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯୩ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ…

୨୬ରେ ଦୀଲ୍ଳିପଙ୍କ ଦଣ୍ଡ ଶୁଣାଣି

ଭୁବନେଶ୍ୱର()  କୋଇଲା ଖଣି ଆବଣ୍ଟନ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦୀଲ୍ଳିପ ରାୟଙ୍କ ଦଣ୍ଡ ଶୁଣାଣି ଆସନ୍ତା ୨୬ ତାରିଖକୁ ଘୁଞ୍ଚାଯାଇଛି । ୧୯୯୯ ମସିହାରେ କେନ୍ଦ୍ର ମନ୍ତ୍ରୀ ରହିଥିବା ସମୟରେ ଝାରଖଣ୍ଡରେ ହୋଇଥିବା ଏକ କୋଇଲା ଖଣି ଆବଣ୍ଟନ ମାମଲାରେ…