ସୁଜଳ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର() ରାଜ୍ୟରେ ‘ସୁଜଳ’ ଯୋଜନାର ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ସହର ଓ ଭୁବନେଶ୍ୱର ସାଲିଆ ସାହିରେ ଡିଙ୍ଗ ଫ୍ରମ୍ ଟ୍ୟାପ୍ ମିଶନର କାର୍ଯ୍ୟକାରୀ ହୋଇଛି । ମୋଟ ୧୨ଟି ସ୍ଥାନରେ ଏହା ଲୋକାର୍ପିତ ହୋଇଛି । ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ଜରିଆରେ…
