Odia News Portal

ଭୁବନେଶ୍ୱରରେ ଦେଶର ପ୍ରଥମ ଫାୟାର ପାର୍କ

ଭୁବନେଶ୍ୱର: ଅଗ୍ନିଶମ ବିଭାଗର ନୂଆ ଓ୍ୱେବ୍‌ସାଇଟ୍‌ ଓ ଫାୟାର ପାର୍କକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତି ଶନିବାର ୩ଟା ୩୦ ରୁ ୫ଟା ପର୍ଯ୍ୟନ୍ତ ସାଧାରଣ ଲୋକ ପାଇଁ ଏହି ଫାୟାର ପାର୍କ ଖୋଲିବ । ଅଗ୍ନିଶମ ବିଭାଗ କିଭଳି କାର୍ଯ୍ୟ କରେ, ପ୍ରାକୃତିକ

ଟେଷ୍ଟ୍ ସିରିଜରୁ ବାଦ୍ ପଡିଲେ ରାହୁଲ

ସିଡନୀ : ଭାରତୀୟ ଦଳକୁ ବଡ ଝଟକା, ଟେଷ୍ଟ୍ ସିରିଜରୁ ବାଦ୍ ପଡିଲେ କେଏଲ ରାହୁଲ | ଶନିବାର ଦଳର ଅଭ୍ୟାସ ବେଳେ ନେଟରେ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ହାତରେ ଆଘାତ ଲାଗିଥିଲା । ଏହାପରେ ସେ ବର୍ଡର-ଗାଭାସ୍କର ଟ୍ରଫିରୁ ବାଦ୍ ପଡିଛନ୍ତି ।

ଏନସିବି ଅଫିସ୍‌ରେ ରିୟା ଓ ସୌଭିକ୍‌

ମୁମ୍ବାଇ : ଏନସିବି ଅଫିସ୍ ରେ ପୁଣି ପହଞ୍ଚିଲେ ରିୟା ଚକ୍ରବର୍ତ୍ତୀ ଏବଂ ଭାଇ ସୌଭିକ୍ ଚକ୍ରବର୍ତ୍ତୀ । ଡ୍ରଗ୍ସ ଲିଙ୍କ୍ ରେ ଜେଲରେ ରହିସାରିଥିବା ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇଙ୍କୁ ଜାମିନ ମିଳିଥିବା ସତ୍ତ୍ୱେ ଏନସିବିରୁ ଏ ପର୍ଯ୍ୟନ୍ତ ସମସ୍ତ କାମ ସରିନି ।ଗତକାଲି ଭାଇ-ଭଉଣୀଙ୍କୁ

ଝିଅର ସଫଳତାରେ,ବାପାର ସଲାମ୍

ତିରୁପତି : ଅଫିସର ଝିଅକୁ ସାଲ୍ୟୁଟ୍ ମାରିଲେ ବାପା | ଜଣେ ସିନିୟର ଅଫିସରଙ୍କୁ ପୋଲିସ କର୍ମଚାରୀ ସାଲ୍ୟୁଟ ମାରୁଥିବା ଘଟଣା ନିହାତି ସାଧାରଣ ହୋଇପାରେ । କିନ୍ତୁ ଜଣେ ବାପା ତା ଝିଅକୁ ଗର୍ବର ସହ ସାଲ୍ୟୁଟ ମାରିବା କଥା ଖୁବ୍ ଅସାଧାରଣ ଓ ଅବିସ୍ମରଣୀୟ | ଯେଉଁ ଝିଅକୁ ଦିନେ ବାପା କୋଳେଇ

ଇସ୍ତଫା ଦେଲେ ଲକ୍ଷ୍ମୀ ରତନ ଶୁକ୍ଳା

କୋଲକାତା : ମମତା ସରକାରକୁ ଆଉ ଗୋଟିଏ ବଡ ଝଟକା ଲାଗିଛି । ମଙ୍ଗଳବାର ଦିଦିଙ୍କ ସରକାରରେ ମନ୍ତ୍ରୀ ତଥା ପୂର୍ବତନ କ୍ରିକେଟର ଲକ୍ଷ୍ମୀ ରତନ ଶୁକ୍ଳା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ପଶ୍ଚିମବଙ୍ଗରେ ଖେଳ ମନ୍ତ୍ରୀ ଥିବା ଶୁକ୍ଳା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। କିନ୍ତୁ

୧୦ ଦିନ ଭିତରେ ଟିକାକରଣ

ନୂଆଦିଲ୍ଲୀ : ୧୦ ଦିନ ଭିତରେ ଦେଶରେ ଟିକାକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ । ତେବେ ଭାଇରସ ଭୟ ଭିତରେ ଭ୍ୟାକସିନ ଭଲ ଖବର ନେଇ ଆସିଛି । ଏହାରି ଭିତରେ ଡ୍ରାଏରନ ସରିଛି । କୋଭାକ୍ସିନ, କୋଭାସିଲ୍ଡକୁ ମଧ୍ୟ ମଞ୍ଜୁରୀ ମିଳିଛି

ଚିନ୍ତା ବଢ଼ାଇଲା ବାର୍ଡ ଫ୍ଲୁ ଆତଙ୍କ

କେରଳ : ଚିନ୍ତା ବଢ଼ାଇଲା ବାର୍ଡ ଫ୍ଲୁ । ଦେଶର ଅନେକ ରାଜ୍ୟରେ ବ୍ୟପିବାରେ ଲାଗିଛି ବାର୍ଡ ଫ୍ଲୁ | ରାଜସ୍ଥାନ, ମଧ୍ୟ ପ୍ରଦେଶ ପରେ ହିମାଚଳ ପ୍ରଦେଶ ଏବଂ କେରଳରେ ବ୍ୟାପୁଛି ବାର୍ଡ ଫ୍ଲୁର ଆତଙ୍କ । ଏହାକୁ ନଜରରେ ରଖି ବିଭିନ୍ନ ରାଜ୍ୟର ସରକାର ସତର୍କତା ଜାରି କରିଛନ୍ତି । ତେବେ କେରଳ

ରାସ୍ତାରେ ପଡ଼ିଛି ଟଙ୍କା ବିଡ଼ା

ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ପଡ଼ିଛି ୫୦୦ ଟଙ୍କିଆ ୩ଟା ନୋଟ୍ ବଣ୍ଡଲ ‌। ଏହି ନୋଟ୍ କାହାର ? ନୋଟ୍‌ ଅସଲି କି ନକଲି, ତାହା ଏବେ ପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ଏହି ଖବର ପ୍ରକାଶ ପାଇବା ପରେ ନୋଟ୍ ପଡ଼ିଥିବା ସ୍ଥାନରେ ଲୋକଙ୍କ ଭିଡ ଜମିବାରେ ଲାଗିଛି। ସୂଚନାନୁଯାୟୀ, ଆଜି ଗଙ୍ଗନଗର

ପରୀ ହତ୍ୟା ଅଭିଯୁକ୍ତ ନାବାଳକ

ନୟାଗଡ଼ : ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକ ସାବ୍ୟସ୍ତ । ଅଭିଯୁକ୍ତକୁ ନାବାଳକ ଦର୍ଶାଇଲେ ପକ୍ସୋ କୋର୍ଟ । ଏହାସହ ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ମାମଲା ସ୍ଥାନାନ୍ତର କରାଯାଇଛି । ପୂର୍ବରୁ ଅଭିଯୁକ୍ତକୁ ନାବାଳକ ଦର୍ଶାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସରୋଜର ପରିବାର ଲୋକ । ଆଜି

ଡବଲ ମର୍ଡର ଘଟଣାରେ ୪ ଗିରଫ

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ମାହାଙ୍ଗା ପୁଲିସ୍‌ । ସିନ୍ ରିକ୍ରିଏସନ୍ ବେଳେ ପୁଲିସ୍‌ ଗୋଟିଏ ଖଣ୍ଡା ଜବତ କରିଛି। ସୂଚନାନୁଯାୟୀ , ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ