ଡବଲ୍ ମର୍ଡର ଘଟଣାରେ ୪ ଅଟକ
କଟକ : ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ୪ ଜଣଙ୍କୁ ଅଟକ ରଖିଛି ମାହାଙ୍ଗା ପୋଲିସ । ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ପୋଲିସ । ଅଭିଯୁକ୍ତଙ୍କୁ ଏକ ଅଜ୍ଞାତ ସ୍ଥାନରେ ରଖାଯାଇ ପଚରାଉଚରା କରାଯାଉଛି । ଗତ ଶନିବାର ରାତିରେ ବିଜେପି ନେତା!-->…
