ଭୁବନେଶ୍ୱରରୁ ଆଉ ୩୧୬ ପଜିଟିଭ, ୨୩୨ ଲୋକାଲ କେସ
ଭୁବନେଶ୍ବର() ଆଜି ବି ଭୁବନେଶ୍ୱରରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୨୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା…
