ଗଂଜାମ ମଡେଲକୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପ୍ରଶଂସା
ନୂଆଦିଲ୍ଲି () କୋରୋନା ମହାମାରୀର ମୁକାବିଲା କ୍ଷେତ୍ରରେ ଓଡିଶା ସରକାରଙ୍କ ଗଂଜାମ ମଡେଲ ସବୁଆଡେ ପ୍ରଶଂସିତ ହେଉଛି । ଗଂଜାମ ଜିଲ୍ଲାରେ କୋରୋନା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଆପଣାଯାଇଥିବା ଏହି ମଡେଲକୁ ଏବେ ବ୍ରିଟେନର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ବି ପ୍ରଶଂସା କରିଛି ।…
