Odia News Portal

ରାଜ୍ୟରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ଟାର୍ଗେଟ୍

ଯାଜପୁର ଓ ପୁରୀରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଘୋଷଣା ପରେ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ଟାର୍ଗେଟ୍। କେନ୍ଦ୍ରୀୟ ଅନୁଦାନ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର।ବିଜେପି କହିଛି, ଏ ନେଇ

ଫେସବୁକ୍ ଲାଇଭ ଭିଡିଓରେ ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ବିଦ୍ୟାଶ୍ରୀ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ନିଦ ବଟିକା ଖାଇ ବିଦ୍ୟାଶ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।ଫେସବୁକ ପେଜରେ ଲାଇଭ ଭିଡିଓ କରି ଆତ୍ମହତ୍ୟା

ପରୀ ହତ୍ୟା ମାମଲାରେ ଫିଟୁଛି ଗୁମର,ହତ୍ୟାକାଣ୍ଡର ଅଭିଯୁକ୍ତ ଚିହ୍ନଟ

ନୟାଗଡ଼ର କୁନି ଝିଅ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ ଏସଆଇଟି ପକ୍ଷରୁ ହାଇକୋର୍ଟରେ ରିପୋର୍ଟ ଦାଖଲ ହେବ ପରେ ଫିଟୁଛି ପରି ହତ୍ୟାକାଣ୍ଡର ଗୁମର। ହତ୍ୟାକାଣ୍ଡ ଘଟଣାର ୪ ମାସ ପରେ ଏସ୍‌ଆଇଟି ହାତରେ ଲାଗିଛି ଠୋସ୍ ସୁରାକ୍।

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ।ଫନି ପ୍ରଭାବିତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ୧୪ ଫନି

‘ପରୀ’ ହତ୍ୟା ମାମଲାରେ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ

ନୟାଗଡର କୁନିଝିଅ ପରୀ ହତ୍ୟା ମାମାଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସଆଇଟି ଆଜି ହାଇକୋର୍ଟରେ ପରୀ ମୃତ୍ୟୁ ମାମଲାର ତଦନ୍ତ କେତେ ବାଟ ଆଗେଇଛି ସେ ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ…

ରାଜ୍ୟରେ ବଢିବାରେ ଲାଗିଛି କରୋନା ସ୍ଥିତି ଜଣେ ମହିଳାଙ୍କ ସମେତ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ନେଇଛି ଆଉ ୫ ଜଣଙ୍କ ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି |ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ…

ରାଜ୍ୟରେ ପୁଣି ଉପରମୁହାଁ କରୋନା ସ୍ଥିତି ଗତ ୨୪ ଘଣ୍ଟାରେ ୨୬ ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ଗତକାଲି ୩୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଉପରମୁହାଁ ହୋଇଛି କରୋନା ସ୍ଥିତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ ମଜୁରୀ ଦେବାରେ ବିଳମ୍ବ ହେଲେ ଦାୟୀ ରହିବେ ଜିଲ୍ଲାପାଳ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ନିର୍ଦ୍ଦେଶ | ରୋଜଗାର ଅଭାବରୁ ଯେଭଳି ଗରିବ ପରିବାର କଷ୍ଟ ନ ପାଏ ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି ନିର୍ଦ୍ଦେଶ। ମଜୁରୀ ଦେବାରେ ବିଳମ୍ବ କଲେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦେଇଛନ୍ତି ଚେତାବନୀ। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ…

ବିଜୟ ଦିବସରେ ଭାରତ-ପାକ୍ ୧୯୭୧ ଯୁଦ୍ଧର ୫୦ତମ ବାର୍ଷିକୀ ପାଳନ କରୁଛି ଦେଶ

ଆଜି ହେଉଛି ବିଜୟ ଦିବସ । ଭାରତ-ପାକ୍ ୧୯୭୧ ଯୁଦ୍ଧର ୫୦ତମ ବାର୍ଷିକୀ ପାଳନ କରୁଛି ଦେଶ ।ଏହି ଦିନ ପାକିସ୍ତାନ ଉପରେ ବିଜୟ ହାସଲ କରିଥିଲା ଭାରତ ଓ ରଚିଥିଲା ସ୍ୱର୍ଣ୍ଣିମ ଇତିହାସ । ଭାରତୀୟ ସେନାର ଅଦମ୍ୟ ସାହସ, ପରାକ୍ରମ ଓ ବୀରତ୍ୱର ପ୍ରଦର୍ଶନ ଦେଖି ଭାରତ ନିକଟରେ ହାର ମାନିଥିଲା…

ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ୟାକେଜ ଘୋଷଣା

ରାଜ୍ୟରେ ମହାମାରୀ ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏମ୍ଏସ୍ଏମ୍ଇର ସୁବିଧା ପାଇଁ ୨୮୯ କୋଟି ୪୧ ଲକ୍ଷ ଟଙ୍କାର ପ୍ୟାକେଜ ଅନୁମୋଦନ କରିଛନ୍ତି। ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରିଛନ୍ତି। ପ୍ୟାକେଜରେ…