ଗ୍ରାମାଂଚଳରେ ଆବାସ ପାଇଁ ଚାଲିଛି ସର୍ଭେ : ପଞ୍ଚାୟତିରାଜ ମନ୍ତ୍ରୀଙ୍କ ସୂଚନା, ୨ ମାସ ଭିତରେ ସରିବ ସର୍ବେକ୍ଷଣ
ଦୁଇ ମାସରେ ସରିବ ଆବାସ ସର୍ଭେ ।ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଛି । ଗ୍ରାମ ସଭା ମାଧ୍ୟମରେ ପ୍ରତି ଗାଁରେ ସଚେତନତା କରାଯାଉଛି । ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି । ଯେଉଁମାନେ ବି ଆବାସ ପାଇବାରୁ ବାଦ ପଡ଼ିଛନ୍ତି । କାହାକୁ ବାଦ ଦିଆଯିବ ନାହିଁ । ବ୍ୟବସ୍ଥା ଲୋକଙ୍କ ପାଖରେ!-->…
