Odia News Portal

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ନେଇ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହି ଚିଠିରେ ମା ସମଲେଶ୍ୱରୀ, ବିରଜା, ତାରାତାରିଣୀ…

ଚଳିତଥର ହେବନାହିଁ ଶୀତକାଳୀନ ସଂସଦୀୟ ଅଧିବେଶନ

କରୋନାକୁ ଦୃଷ୍ଟିରେ ରଖି ଚଳିତଥର ହେବନାହିଁ ସଂସଦୀୟ ଶୀତକାଳୀନ ଅଧିବେଶନ । କରୋନା ପାଇଁ ଏଥରର ଶୀତକାଳୀନ ଅଧିବେଶନକୁ ସ୍ଥଗିତ ରଖିବା ନେଇ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲୋକସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଅଧିର ରଞ୍ଜନ ଚୌଧୁରୀଙ୍କୁ…

ରାଜ୍ୟରେ ୨୪ ଘଣ୍ଟାରେ ପୁଣି ଆଖି ବୁଜିଲେ ୪ କରୋନା ରୋଗୀ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୧୫ରେ ପହଞ୍ଚିଛି। ୪ ମୃତକଙ୍କ ମଧ୍ୟରୁ ୨ ଜଣ ମୟୂରଭଞ୍ଜର ହୋଇଥିବା ବେଳେ ଜଣେ…

କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ଜୋରଦାର ପ୍ରସ୍ତୁତି,ଟିକା ନେବା ପରେ ମିଳିବ ସାର୍ଟିଫିକେଟ୍

କରୋନା ଟିକାକରଣ ନେଇ ରାଜ୍ୟ ସରକାର ଆରମ୍ଭ କରି ଦେଇଛନ୍ତି ଜୋରଦାର ପ୍ରସ୍ତୁତି । ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ଟିକା। ଏ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ଟିକା ଦେବାକୁ ଆଗୁଆ ନିଜ ନାମକୁ…

ମିଳିଲା ନିଖୋଜ ୩ ବର୍ଷର କୁନିଝିଅ ସ୍ୱାତୀର ମୃତହେହ

ନୟାଗଡରେ ନିଖୋଜ ୩ ବର୍ଷର ଶିଶୁ ସ୍ୱାତୀର ମୃତହେହ ଆଜି ଗାଁ ନିକଟ ପୋଖରୀରୁ ଉଦ୍ଧାର ହୋଇଛି। ଗାଁର ଏକ ପରିତ୍ୟକ୍ତ ପୋଖରୀରେ ଛୁଆଟିର ମୃତଦେହ ଉଦ୍ଧାର କରାଯାଇଛି । ବଧିପାଟଣା ଗାଁର ସଂଜୟ ସାହୁଙ୍କ ୩ ବର୍ଷର ଝିଅ ସ୍ୱାତୀ ଗତ ୧୧ ତାରିଖରେ ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ହଠାତ୍‌ ନିଖୋଜ…

ଫେସବୁକରେ ବର୍ଷାଙ୍କୁ ଟାର୍ଗେଟ କଲେ ଅନୁଭବଙ୍କ ବାନ୍ଧବୀ ଜାଗ୍ରତି

ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାଦରେ ଆସିଛି ନୂଆ ଟ୍ଵିଷ୍ଟ |ଅନୁଭବଙ୍କ ସହ ଜାଗ୍ରତିଙ୍କ ସମ୍ପର୍କକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଥିବା ବେଳେ,ଲୋକସଭା ଟିଭିର ଉପସ୍ଥାପିକା ଜାଗ୍ରତି ଶୁକ୍ଳାଙ୍କ ଫେସବୁକ ପୋଷ୍ଟ ଏକ ନୂଆ ବିବାଦ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ରିମାଣ୍ଡରେ ଯିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ।  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି। ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡ ନେବାକୁ ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟ ଆଜି ଅନୁମତି ଦେଇଛନ୍ତି ।ତେବେ ରିମାଣ୍ଡ ବେଳେ ଠକେଇ ନେଇ ଅଧିକ…

ଯାଜପୁର ଓ ପୁରୀ ମେଡିକାଲ କଲେଜକୁ କ୍ୟାବିନେଟ ମଂଜୁରୀ, ସବୁଠି ଖୁସୀର ଲହରୀ

ଭୁବନେଶ୍ବର () ପ୍ରତିଶୃତି ରକ୍ଷା କରିବାରେ ନବୀନ ଏକ ନମ୍ବର । ରାଜ୍ୟରେ ସ୍ବାସ୍ଥ୍ୟସେବାର ବିକାଶ ସାଙ୍ଗକୁ ଡାକ୍ତର ଅଭାବ ଦୂର କରିବାକୁ ଆରମ୍ଭ ହୋଇଥିବା ଅଭିଯାନରେ ଆଉ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଯାଜପୁର ଓ ପୁରୀରେ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ସରକାର…

ଲିଙ୍ଗରାଜ ମନ୍ଦିର ପାଇଁ ରହିବେ ସ୍ବତନ୍ତ୍ର ପ୍ରଶାସକ

ଭୁବନେଶ୍ବର () ଲିଙ୍ଗରାଜ ମହାପ୍ରଭୁଙ୍କ ସେବା, ସେବାୟତ ଓ ସମ୍ପତ୍ତିର ସୁରକ୍ଷା ପାଇଁ ଐତିହାସିକ ନିଷ୍ପତ୍ତି । ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ । ଏ ସମ୍ପର୍କିତ ଅଧ୍ୟାଦେଶକୁ ସୋମବାର ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇଛି । ଶ୍ରୀମନ୍ଦିର ଢାଞ୍ଚାରେ ରହିବେ ସ୍ବତନ୍ତ୍ର…