Odia News Portal

ଭାରତରେ ବ୍ୟାପୁଛି ନୂଆ ଭୁତାଣୁ, ୨୫ ସଂକ୍ରମିତ

ଭୁବନେଶ୍ୱର- ଦେଶରେ ବ୍ୟାପିବାରେ ଲାଗିଛି ନୂଆ ପ୍ରଜାତିିର ଭୂତାଣୁ । ଏଯାବତ୍ ସଂକ୍ରମିତଙ୍କ ସଂଖ୍ୟା ୨୫ରେ ପହଂଚିଲାଣି । ୫ଟି ନୂଆ ମାମଲା ମଧ୍ୟରୁ ୪ଟି ଏନ୍‌ଆଇଭି ପୁନେରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟଏକ ମାମଲା ଆଇଜିଆଇବି ଦିଲ୍ଲୀରୁ ଚିହ୍ନଟ ହୋଇଛି । ଆ ଭୂତାଣୁ ସଂକ୍ରମିତ ହୋଇଥିବା ସମସ୍ତ

ରାଜ୍ୟବାସୀଙ୍କୁ ନୂଆବର୍ଷ ଶୁଭେଚ୍ଛା

ଭୁବନେଶ୍ୱର- ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ । ନିଜର ଶୁଭେଚ୍ଛାବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି । ଏହାଛଡା ରାଜ୍ୟକୁ ଦେଶରେ ଶ୍ରେଷ୍ଠ ରାଜ୍ୟ ଭାବେ

ଦାୟିତ୍ୱ ଗ୍ରହଣ କଲେ ସୁରେଶ

ଭୁବନେଶ୍ୱର- ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ମହାପାତ୍ର । ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି ଯାଏ ସେ ଏହି ପଦବିରେ କାର‌୍ୟ୍ୟ କରିବେ

ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ସ୍ମାରକୀ

ଭୁବନେଶ୍ୱର: ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ

ବିଜେଡି ମହିଳା ସଭାନେତ୍ରୀ ହେଲେ ସ୍ନେହାଙ୍ଗିନୀ ଛୁରିଆ

ଭୁବନେଶ୍ୱର: ବିଜେଡି ମହିଳା ଶାଖାର ସଭାନେତ୍ରୀ ଭାବେ ବରିଷ୍ଠ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଆଜି ଏହି ନିଯୁକ୍ତି ଦେବା ସହ ତତ୍କାଳ ପ୍ରଭାବରୁ ଦାୟିତ୍ୱ ଗ୍ରହଣ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଅତାବିରାରୁ

ଏସସିବି ହସ୍ପିଟାଲର ହେବ ନବକଳେବର

କଟକ: ବିଶ୍ୱସ୍ତରୀୟ ହେବ ଏସସିବି ହସ୍ପିଟାଲ । ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ପ୍ରକଳ୍ପ କାମ ଆଗେଇବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ ସ୍ତରରେ ମେଡିକାଲ କଲେଜ ପାଇଁ ଦେଶର ସର୍ବ ବୃହତ ପ୍ରକଳ୍ପ । ୧ ଜାନୁଆରୀ ୨୦୨୪ରେ

୪ ମେ’ରୁ ସିବିଏସଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ମେ' ୪ ରୁ ସିବିଏସଇ ବୋର୍ଡ ପରୀକ୍ଷା । ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ଏହାସହ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରହିଛି । ତେବେ ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ କରିବାକୁ ଘୋଷଣା

ଜାନୁଆରୀ ୨ରେ କରୋନା ଟିକା ଡ୍ରାଏ ରନ୍

ନୂଆଦିଲ୍ଲୀ: ଜାନୁଆରୀ ୨ରେ କରୋନା ଟିକାର ଡ୍ରାଏ ରନ୍ | କରୋନା ଟିକା କେମିତି ଦିଆଯିବ ସେନେଇ ଚାରି ରାଜ୍ୟରେ ଡ୍ରାଏ ରନ୍ ପରେ ଏବେ ସାରା ଦେଶରେ ଏହି ଡ୍ରାଏ ରନ୍ ହେବ। କେନ୍ଦ୍ର ସରକାର ଏ ନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଛନ୍ତି ।

ହକି ଖେଳାଳି ମାଇକେଲ୍ କିଣ୍ଡୋଙ୍କ ପରଲୋକ

ଭାରତୀୟ ହକି ଦଳର ପୂର୍ବତନ ଡିଫେଣ୍ଡର ମାଇକେଲ କିଣ୍ଡୋଙ୍କ ପରଲୋକ । ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗ ଯୋଗୁଁ ତାଙ୍କୁ ଇସ୍‌ପାତ ଜେନେରାଲ ହସପିଟାଲରେ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ ପ୍ରସ୍ତାବିତ ସଂକଳ୍ପ କ୍ୟାବିନେଟରେ ପାରିତ କରିବା ପରିପ୍ରେକ୍ଷୀରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁଣି ଥରେ