Odia News Portal

କେନ୍ଦ୍ରମନ୍ତ୍ରୀ ଆଂଶିକ ସତ କହୁଛନ୍ତି

ଭୁବନେଶ୍ୱର()  କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ସମ୍ପର୍କରେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଂଶିକ ସତ କହୁଛନ୍ତି ବୋଲି ବିଜେଡି ବିଧାୟକ ପ୍ରତାପ ଦେବ କହିଛନ୍ତି ।  କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ନିଜ…

ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର() ହାଥରସ ଗଣଦୁଷ୍କର୍ମ ଘଟଣାକୁ ନେଇ ଗୃହରେ ହଙ୍ଗାମା ହୋଇଛି । ହାଥରସ ଗଣଦୁଷ୍କର୍ମ ମାମଲାରେ ଗୃହରେ ହଙ୍ଗାମା କରିଛନ୍ତି କଂଗ୍ରେସ ସଦସ୍ୟ । ହଙ୍ଗାମା ପରେ ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଫାଭିପିରାଭିର ଦିଆଯିବା ନେଇ ଏସଓପି ଜାରି

ଭୁବନେଶ୍ୱର()   ହୋମ ଆଇସୋଲେସନ ଆକ୍ରାନ୍ତଙ୍କୁ ଫାଭିପିରାଭିର ଦେବା ନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏସଓପି ଜାରି କରାଯାଇଛି ।  ଜିଲ୍ଲାପାଳ, କମିଶନର ଓ ସିଡିଏମଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ ସମ୍ପୃକ୍ତ ଏସଓପି ପଠାଇଛନ୍ତି ।  କରୋନା ଆକ୍ରାନ୍ତଙ୍କୁ କିଭଳି ଫାଭିପିରାଭିର…

ଋଣ ନେଉଥିବା ଲୋକଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ() କରୋନା ସମୟରେ ଲୋନ୍ ନେଉଥିବା ଲୋକଙ୍କ ପାଇଁ ଆସିଛି ଖୁସି ଖବର । ଋଣ ନେଉଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ ରିଲିଫ ଘୋଷଣା କରିଛନ୍ତି ।ଭାରତ ସରକାର ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି ଯେ, ‘ଏମଏସଏମଇ ଲୋନ୍, ଶିକ୍ଷା, ଗୃହ, କ୍ରେଡିଟ କାର୍ଡ ଓ ଗାଡି…

ରାଜଧାନୀରେ ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ଏହା ପ୍ରଭାବରେ ରାଜଧାନୀ ଭୁବନେଶ୍ୱରେ ୨ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ…

ରାଜ୍ୟରେ ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର()  ଆଜି ରାଜ୍ୟରେ ୩୦୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ଆଉ ୩୦୫୩ ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୯ ହଜାର ପାର

ଭୁବନେଶ୍ୱର() ରାଜ୍ୟରେ ଆଜି ୩୦୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୦୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୪୯ ଟି ଲୋକାଲ କେସ ରହିଛି । ଏହି ୩୦୫୩ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚି…

ଲକ୍ଷେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ() ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ଟପିଛି । ବର୍ତ୍ତମାନ ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୪୨ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା…

‘ଅଟଳ ଟନେଲ’ ଲୋକାର୍ପିତ

ନୂଆଦିଲ୍ଲୀ() ହିମାଚଳ ପ୍ରଦେଶରେ ଆଜି ‘ଅଟଳ ଟନେଲ’ର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲୋକାର୍ପଣ ଉତ୍ସବରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ରହିଛନ୍ତି । ପ୍ରାୟ ୧୦ ହଜାର ଫୁଟ ଉପରେ ନିର୍ମିତ ହୋଇଛି ଏହି ଟନେଲ । ଟନେଲ ନିର୍ମାଣ ଦ୍ୱାରା ଏଲଏସି…

ଭେଣ୍ଟିଲେଟରରେ ମହାରଥୀ

ଭୁବନେଶ୍ୱର() ବିଜେଡିର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଛି। ଡାକ୍ତରମାନେ ତାଙ୍କୁ ୪୮ଘଣ୍ଟାର ଅବଜରଭେସନରେ ରଖିଛନ୍ତି। ନିକଟତମ ସୂତ୍ରରୁ ମିଳିଥିବା ଅନୁସାରେ, ସେ କୋଭିଡ-୧୯ ସଂକ୍ରମିତ ହେବାପରେ ତାଙ୍କୁ ଖଣ୍ଡଗିରିରେ ଥିବା ଏକ…