“ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ପାଳିତ : ସମ୍ମାନିତ ହେଲେ ୨୦ଜଣ ପ୍ରେରଣାଦାୟୀ ବ୍ୟକ୍ତିବିଶେଷ
ଭୁବନେଶ୍ୱର : ରାଜ୍ୟର ଅଗ୍ରଣୀ ମାସିକ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ୯ମ ବାର୍ଷିକ ଉତ୍ସବ ହୋଟେଲ୍ ମେ’ଫେୟାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଚଳିତ ବର୍ଷ କୋଭିଡ୍-୧୯ ମହାମାରୀ କଟକଣା ହେତୁ ସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ୍-୧୯ ଗାଇଡ୍ଲାଇନ୍ ଗୁଡ଼ିକୁ କଡ଼ାକଡ଼ି…
