Odia News Portal

ରାହୁଲ ଗାନ୍ଧୀଙ୍କୁ ଉତ୍ତରପ୍ରଦେଶ ପୋଲିସର ବର୍ବରୋଚିତ ଆକ୍ରମଣ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର() ହାଥରସ ପିଡିତାର ପରିବାରକୁ ଭେଟିବାକୁ ଯାଉଥିବା ପ୍ରାକ୍ତନ ଏଆଇସିସି ଅଧକ୍ଷ ତଥା ସାଂସଦ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ଉତ୍ତରପ୍ରଦେଶ ପୋଲିସ ର ଦୁର୍ବ୍ୟବହାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ମାଷ୍ଟର କ୍ୟାଣ୍ଟିଂ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।ଏଥିରେ…

କରୋନାରେ ଆଉ ୧୬ ଜଣଙ୍କର ମୃତ୍ୟୁ, ଖୋର୍ଦ୍ଧାରୁ ୬

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ଆଉ ୩୬୦୦ ପଜିଟିଭ, ଖୋର୍ଦ୍ଧାରୁ ୭୬୬

ଭୁବନେଶ୍ୱର()  ରାଜ୍ୟରେ ଆଉ ୩୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୧୦୯ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୯୧ ଜଣ ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୬ ହଜାର ୩୩୪ ରେ ପହଞ୍ଚିଛି ।…

୧୦ଟି ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର() ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ତାରିଖ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ…

ଟ୍ରମ୍ପ ଓ ପତ୍ନୀ ମେଲାନିଆଙ୍କୁ କରୋନା

ନୂଆଦିଲ୍ଲୀ()  କରୋନାରେ ଅଧିକ ପ୍ରଭାବିତ ହେଉଥିବା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହାର କବଜାକୁ ଆସିଛନ୍ତି । ଏନେଇ ଆଜି ସକାଳେ ଟ୍ରମ୍ପ ଟ୍ୱିଟ ଜରିଆରେ କହିଛନ୍ତି ଯେ, ସେ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କର ରିପୋର୍ଟ କରୋନା ପଜିଟିଭ୍ ଆସିଛି । ଟେଷ୍ଟ ରିପୋର୍ଟ…

ଜେଏସପିଏଲକୁ ସମ୍ମାନଜନକ ଗ୍ରୀନ୍ ଟେକ୍ ସିଏସଆର ଇଣ୍ଡିଆ 2020 ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ୱର() ସିଏସଆର କାର୍ଯ୍ୟକ୍ରମ ଅଧୀନରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)କୁ ଗ୍ରୀନ୍ ଟେକ୍ ସିଏସ୍ଆର୍ ଇଣ୍ଡିଆ 2020 ପୁରସ୍କାର ପ୍ରଦାନ କରାଯାଇଛି । ଗ୍ରୀନ୍ ଟେକ୍ ଫାଉଣ୍ଡେସନ୍ ଦ୍ୱାରା ଅନଲାଇନ…

ଏଣିକି ନିୟମ ଉଲ୍ଲଂଘନ କଲେ ଲକ୍ଷେ ଜରିମାନା ସହ ୨ ବର୍ଷ ଜେଲ୍‌ ଦଣ୍ଡ

ଭୁବନେଶ୍ୱର()  ବିଧାନସଭାରେ ପାରିତ ହୋଇଛି ସଂକ୍ରାମକ ରୋଗ ବିଲ୍‌ ୨୦୨୦ । ବିରୋଧୀଙ୍କ ବିରୋଧ ସତ୍ତେ୍ୱ ଗୃହରେ ଏ ବିଲ୍‌ ପାରିତ ହୋଇଯାଇଛି । କରେନା ମହାମାରୀ ସଂକ୍ରମଣକୁ ରୋକିବାକୁ ସରକାର ଏଥିରେ କଠୋର ଦଣ୍ଡବିଧାନ ବ୍ୟବସ୍ଥା କରିଛନ୍ତି । କରୋନା ନିୟମ ଉଲ୍ଲଂଘନ କଲେ ଏଣିକି ଲକ୍ଷେ ଟଙ୍କା…

ମହିଳା ଓ ଝିଅଙ୍କ ନିକଟରେ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଛି

ଗଜପତି() କରୋନା ଯୋଗୁଁ ଗଜପତିରେ ହୋଇଥିବା ସିରୋ ସର୍ଭେର ରିପୋର୍ଟ ଆଜି ଆସିଛି । ପାରଳାଖେମୁଣ୍ଡି ସହରର ୬୫% ଲୋକଙ୍କ ମଧ୍ୟରେ ଆଣ୍ଟିବଡି ସୃଷ୍ଟି ହୋଇଛି । ଏନେଇ ଆରଏମଆରସିର ନିର୍ଦ୍ଦେଶିକା ସଙ୍ଘମିତ୍ରା ପତି ସୂଚନା ଦେଇଛନ୍ତି । ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ‘…

ଭୁବନେଶ୍ୱରରୁ ୩୪୦ ପଜିଟିଭ, ୨୫୬ ଲୋକାଲ କେସ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୨୩୫…

୩ଟି ସିଫ୍ଟରେ ହେବ OJEE

ଭୁବନେଶ୍ୱର()  ଆଜି ପ୍ରକାଶ ପାଇଛି ଓଜେଇଇ ପରୀକ୍ଷା ସୂଚୀ । ଆକ୍ଟୋବର ୫ ତାରିଖରୁ ଛାତ୍ରଛାତ୍ରୀଙ୍କୁ ମିଳିଯିବ ଆଡମିଟକାର୍ଡ । ojee.nic.in ରେ ଛାତ୍ରଛାତ୍ରୀମାନେ ଆଡମିଟକାର୍ଡ ଡାଉନଲୋଡ କରିପାରିବେ । ପରୀକ୍ଷାର୍ଥୀମାନେ ଆଇଡି ପାଶୱାର୍ଡ ଦେଇ ନିଜ ନିଜର ଆଡମିଟକାର୍ଡ ଡାଉନଲୋଡ କରିପାରିବେ…