Sign in
Sign in
Recover your password.
A password will be e-mailed to you.
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା
ଗୁଣିଗାରେଡ଼ି ସନ୍ଦେହରେ ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଶାରୀଶୁଆ ଗ୍ରାମରେ। ସେହି ଗ୍ରାମର ଖଇରୀ ମହାନ୍ତ ନାମକ ଜଣେ ମହିଳାଙ୍କୁ ଗୁଣିଗାରେଡି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ନିର୍ମମ ଭାବରେ ତଣ୍ଟିକୁ କାଟି ହତ୍ୟା କରାଯାଇଛି। ଘଟଣା!-->…
ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ବଡ଼ ନିଷ୍ପତ୍ତି | ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାରଙ୍କ । ବିଶ୍ୱସ୍ତରୀୟ କରିବା ପାଇଁ ପାରାଦୀପ ବନ୍ଦରରେ ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କରା।ଯିବ। ପୋର୍ଟର ନବୀକରଣ ଓ ବିଶ୍ୱସ୍ତରୀୟ ହେବା ପାଇଁ ୩ ହଜାର!-->…
୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ୍
ଭୁବନେଶ୍ୱର: ଜାନୁଆରୀ ମାସ ପାଇଁ ସରକାରୀ ଅଫିସ୍ ଚାଲିବା ନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱର, କଟକରେ ଥିବା ସବୁ ବିଭାଗୀୟ ଓ ଅଧସ୍ତନ ଅଫିସ ୭୫% କର୍ମଚାରୀଙ୍କୁ ନେଇ ଚାଲିବ । ଏହାସହ ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସ୍ର ସମସ୍ତ!-->…
ମିଳୁନାହିଁ ୪ ବ୍ରିଟେନ ଫେରାନ୍ତଙ୍କ ପତ୍ତା
୬୨ ବ୍ରିଟେନ ଫେରାନ୍ତଙ୍କ ମଧ୍ୟରୁ ମିଳୁନି ୪ ଜଣଙ୍କ ପତ୍ତା । ବିଏମ୍ସି ଅଞ୍ଚଳକୁ ବ୍ରିଟେନରୁ ମୋଟ ୬୨ ଜଣ ଫେରିଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ପତ୍ତା ମିଳିପାରି ନାହିଁ। ଏହା କହିଛନ୍ତି ଖୋଦ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । କିନ୍ତୁ ଖୋଜାଖୋଜି ଜୋରସୋରରେ ଚାଲିଥିବା!-->…
୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲାବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଟନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ଵ!-->…
